ଦେଶ ବିଦେଶ

ବିକାନେର ଏକ୍ସପ୍ରେସ ଲାଇନଚ୍ୟୁତ, ୩ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା

ପଶ୍ଚିମବଙ୍ଗରେ ବିକାନେର ଏକ୍ସପ୍ରେସ ଲାଇନଚ୍ୟୁତ । ପଶ୍ଚିମବଙ୍ଗର ଦୋମୋହାଣିରେ ଘଟିଛି ବଡ଼ ଧରଣର ଅଘଟଣ । ଏକ୍ସପ୍ରେସର ୧୨ଟି ବଗି ଲାଇନଚ୍ୟୁତ ହୋଇଥିବା ସୂଚନା । ତେବେ ଟ୍ରେନ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା । ପାଟନାରୁ-ଗୌହାଟୀ ଯାଉଥିବା ବେଳେ ଟ୍ରେନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା ।

ଟ୍ରେନ୍ ଦୁର୍ଘଟଣା

ଦୁର୍ଘଟଣାରେ ଅନେକ ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି । କିଛି ଆହତଙ୍କୁ ଉଦ୍ଧାର କରାଯାଇ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଉଛି । ଅପରପକ୍ଷେ ଲାଇନଚ୍ୟୁତ ବଗିରେ ଅନେକ ଯାତ୍ରୀ ଏବେ ବି ଫସି ରହିଥିବା କୁହାଯାଉଛି । ଘଟଣା ସ୍ଥଳରେ ପୋଲିସ, ଅଗ୍ନିଶମ ବାହିନୀ ଓ ସ୍ଥାନୀୟ ଲୋକ ଉଦ୍ଧାର କାମ ଜାରି ରଖିଥିବା ଜଣାପଡିଛି । ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଛି ।

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଦେଶ ବିଦେଶ ବ୍ୟବସାୟ

କ୍ରିପ୍ଟୋକରେନ୍ସି ନିୟନ୍ତ୍ରଣ କରିବା ଏକ ସାମୂହିକ ପ୍ରୟାସ ହେବା ଆବଶ୍ୟକ: ନିର୍ମଳା ସୀତାରମଣ |

କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି ଯେ କ୍ରିପ୍ଟୋକରେନ୍ସି ନିୟନ୍ତ୍ରଣ କରିବା ପାଇଁ ସାମୂହିକ ପ୍ରୟାସ ଆବଶ୍ୟକ, କାରଣ ଟେକ୍ନୋଲୋଜି କ୍ରମାଗତଭାବେ ବିକଶିତ ହେଉଛି ଏବଂ ବଦଳୁଛି
ଦେଶ ବିଦେଶ

କର୍ଣ୍ଣାଟକରେ ଓମିକ୍ରନ୍ ଭୟ: ମଲ୍, ସିନେମା ହଲ୍ ପରିଦର୍ଶନ ପାଇଁ ଦୁଇଟି ଡୋଜ୍ ଜରୁରୀ | ବିଦ୍ୟାଳୟଗୁଡ଼ିକ ପାଇଁ ମଧ୍ୟ ନୂତନ ନିୟମ |

କର୍ଣ୍ଣାଟକ ସରକାର ଶୁକ୍ରବାର ଦିନ ମଲ, ପ୍ରେକ୍ଷାଳୟ ଏବଂ ସିନେମା ହଲ ପାଇଁ ବାଧ୍ୟତାମୂଳକ କରିଛନ୍ତି ଯେ କେବଳ ସେହି ପରିଦର୍ଶକଙ୍କୁ କୋଭିଡ -19 ଟିକା ନେଇଛନ୍ତି।