ଓଡିଶା

ଖୁବଶୀଘ୍ର ଆରମ୍ଭ ହେବାକୁ ଯାଉଛି ଓଡିଶା ବିଧାନସଭା ଟିଭି ଚ୍ୟାନେଲ୍‌

ଖୁବଶୀଘ୍ର ଆରମ୍ଭ ହେବାକୁ ଯାଉଛି ଓଡିଶା ବିଧାନସଭା ଟିଭି ଚ୍ୟାନେଲ୍‌ । ପାର୍ଲାମେଣ୍ଟ ଢାଞ୍ଚାରେ ପ୍ରସ୍ତୁତ ହେବ ଓଡିଶା ବିଧାନସଭା ଟିଭି ଚ୍ୟାନେଲ୍‌ । ଏ ନେଇ ସୂଚନା ଦେଇଛନ୍ତି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ।

ସେ ଆହୁରୀ ମଧ୍ୟ କହିଛନ୍ତି ଯେ, ବିଧାନସଭା ସମାଚାର ନାଁରେ ଏକ ୟୁଟ୍ୟୁବ ଚ୍ୟାନେଲର ଶୁଭାରମ୍ଭ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜନ୍ମ ଜୟନ୍ତୀରେ ହୋଇଛି । ଏହା ସହ ବିଧାନସଭା ପତ୍ରିକା ନାମକ ମାସିକ ପତ୍ରିକା ଆରମ୍ଭ ହେବ । ଏଥିର ବିଧାନସଭା ସଂକ୍ରାନ୍ତୀୟ ସମସ୍ତ ଖବର ପ୍ରସାରଣ ହେବ । ପରବର୍ତ୍ତୀ ମୁହୂର୍ତ୍ତରେ ବିଧାନସଭା ଟିଭି ଆରମ୍ଭ ହେବ । ଏଥିଲାଗି ବିଧାନସଭା ପରିସରରେ ଷ୍ଟୁଡିଓ ତିଆରି ଚାଲିଛି । ଏବେ କେବଳ ୟୁଟ୍ୟୁବରେ ଖବର ପ୍ରସାରଣ ହେବ ।

ବିଧାନସଭା ବଜେଟ ଅଧିବେଶନ ସଂପର୍କରେ ସୂଚନା ଦେଇ ବାଚସ୍ପତି କହିଛନ୍ତି,  ମାର୍ଚ୍ଚ ୩୧ ତାରଖରୁ ପୂର୍ବରୁ ବସିବ ବିଧାନସଭା ବଜେଟ ଅଧିବେଶନ । ରାଜ୍ୟପାଳଙ୍କ ଅନୁମୋଦନ ଆସିବା ପରେ ବିଧିବଦ୍ଧ ତାରିଖ ଘୋଷଣା ହେବ । ତେବେ ଲୋକଙ୍କୁ ବିଧାନସଭା ସମ୍ବନ୍ଧୀୟ ସଠିକ୍ ତଥ୍ୟ ଦେବା ନିମନ୍ତେ ଏଭଳି ପ୍ରୟାସ ଜାରି ହୋଇଛି ।

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା