ଓଡିଶା ଟ୍ରେଣ୍ଟିଂ

ତ୍ରୁଟି କରିଦେଲା କି ବିଜେଡି: ୧୭ତମ ରାଉଣ୍ଡ ଗଣତି ଶେଷ

ଧାମନଗର: ସରିଲା ୧୭ତମ ରାଉଣ୍ଡ । ବାକି ରହିଲା ଔପଚାରିକତା ଘୋଷଣା । କାରଣ ବହୁମତରେ ବିଜୟ ହାସଲ କରିଲାଣି ବିଜେପି । ତେବେ ୧୭ତମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବିଜେପି ପ୍ରାର୍ଥୀ ସୂରଜ ସୂର୍ଯ୍ୟବଂଶୀ ୮୮୨୫ ଖଣ୍ଡ ଭୋଟରେ ଆଗୁଆ ଥିବା ସୂଚନା ।

ବର୍ତ୍ତମାନ ସୁଦ୍ଧା ସୂରଜ ସୂର୍ଯ୍ୟବଂଶୀ ୭୫,୨୩୯ ଖଣ୍ଡ ଭୋଟ ହାତେଇଥିବାବେଳେ ବିଜେଡି ପ୍ରାର୍ଥୀ ଅବନ୍ତୀ ଦାସଙ୍କୁ ମିଳିଛି ୬୬,୪୧୪ ଖଣ୍ଡ ଭୋଟ୍ । ଅପରପକ୍ଷେ କଂଗ୍ରେସ ପ୍ରାର୍ଥୀ ବାବା ହରେକୃଷ୍ଣ ସେଠୀଙ୍କୁ ୩,୧୭୫ ଖଣ୍ଡ ଭୋଟରେ ଆଗୁଆ ଥିବାବେଳେ ସ୍ୱାଧୀନ ପ୍ରାର୍ଥୀ ରାଜୁ ଦାସ ୭,୮୮୮ ଖଣ୍ଡ ଭୋଟରେ ଆଗୁଆ ରହିଛି ।

ପ୍ରଥମ ରାଉଣ୍ଡରେ ୭୭୯, ଦ୍ୱିତୀୟ ରାଉଣ୍ଡରେ ୧୩୭୯, ତୃତୀୟ ରାଉଣ୍ଡରେ ୨୦୩୩, ଚତୁର୍ଥ ରାଉଣ୍ଡରେ ୩୨୬୧ ଖଣ୍ଡ, ପଞ୍ଚମ ରାଉଣ୍ଡରେ ୩୫୭୨ ଖଣ୍ଡ, ଷଷ୍ଠ ରାଉଣ୍ଡରେ ୪୩୯୨, ସପ୍ତମ ରାଉଣ୍ଡରେ ୫୨୦୦, ଅଷ୍ଟମ ରାଉଣ୍ଡରେ ୫୯୯୧, ନବମ ରାଉଣ୍ଡରେ ୫୨୬୫, ଦଶମ ରାଉଣ୍ଡରେ ୪୮୪୫, ଏକାଦଶ ରାଉଣ୍ଡରେ ୫୩୧୦, ଦ୍ବାଦଶ ରାଉଣ୍ଡରେ ୬୨୧୪, ତ୍ରୟୋଦଶ ରାଉଣ୍ଡରେ ୬୭୫୫, ଚତୁର୍ଦ୍ଦଶ ରାଉଣ୍ଡରେ ୭୬୬୧, ପଞ୍ଚଦଶ ରାଉଣ୍ଡରେ ୭୬୬୩, ଷୋଡଶ ରାଉଣ୍ଡରେ ୭୯୭୨ ଓ ସପ୍ତଦଶ ରାଉଣ୍ଡରେ ୮୮୨୫ ଖଣ୍ଡ ଭୋଟ୍‌ରେ ଆଗରେ ରହିଛନ୍ତି ସୂର୍ଯ୍ୟବଂଶୀ ।

୧୪ଟି ଟେବୁଲରେ ୧୮ ରାଉଣ୍ଡ ପର୍ଯ୍ୟନ୍ତ କାଉଟିଂ ହେବ । ଭୋଟ ଗଣତି ପାଇଁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି । କେନ୍ଦ୍ରୀୟ ସୁରକ୍ଷାବଳ ଓ ରାଜ୍ୟ ପୁଲିସ ନିୟୋଜିତ ହୋଇଛନ୍ତି ।

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା