ଓଡିଶା ଟ୍ରେଣ୍ଟିଂ

ପଞ୍ଚମ ରାଉଣ୍ଡରେ ବି ୩୫୭୨ ଖଣ୍ଡ ଭୋଟ୍‌ରେ ଆଗରେ ବିଜେପି

ପଞ୍ଚମ ରାଉଣ୍ଡ ଗଣିତ ଶେଷ ହୋଇଛି । ପଞ୍ଚମ ରାଉଣ୍ଡ ଗଣତି ପରେ ବି ବିଜେପି ଆଗୁଆ ରହିଛି । ବିଜେପି ପ୍ରାର୍ଥୀ ସୂରଜ ସୂର୍ୟ୍ୟବଂଶୀ ପଞ୍ଚମ ରାଉଣ୍ଡରେ ୩୫୭୨ ଭୋଟରେ ଆଗୁଆ ଥିବା ସୂଚନା ।

ପ୍ରଥମ ରାଉଣ୍ଡରେ ୭୭୯, ଦ୍ୱିତୀୟ ରାଉଣ୍ଡରେ ୧୩୭୯, ତୃତୀୟ ରାଉଣ୍ଡରେ ୨୦୩୩, ଚତୁର୍ଥ ରାଉଣ୍ଡରେ ୩୨୬୧ ଖଣ୍ଡ ଓ ପଞ୍ଚମ ରାଉଣ୍ଡରେ ୩୫୭୨ ଖଣ୍ଡ ଭୋଟ୍‌ରେ ଆଗରେ ରହିଛନ୍ତି ସୂର୍ୟ୍ୟବଂଶୀ ।

୫ଟି ରାଉଣ୍ଡ ଗଣତି ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ଅବନ୍ତୀ ଦାସଙ୍କୁ ୧୮ହଜାର ୯୨୩ଖଣ୍ଡ ଭୋଟ ମିଳିଥିବା ବେଳେ ସୂରଜ ସୂର୍ଯ୍ୟବଂଶୀଙ୍କୁ ୨୨ହଜାର ୪୯୫ ଖଣ୍ଡ ଭୋଟ, କଂଗ୍ରେସ ପ୍ରାର୍ଥୀ ବାବା ହରେକୃଷ୍ଣ ସେଠୀଙ୍କୁ ୭୧୯ , ସ୍ୱାଧୀନ ପ୍ରାର୍ଥୀ ରାଜୁ ଦାସଙ୍କୁ ହଜାରେ ୩ହଜାର ୩୮୯ ଖଣ୍ଡ ଭୋଟ ମିଳିଛି । ଅପରପକ୍ଷେ ନୋଟାରେ ପଡିଛି ୧୭୩ ଖଣ୍ଡ ଭୋଟ ।

୧୪ଟି ଟେବୁଲରେ ୧୮ ରାଉଣ୍ଡ ପର୍ଯ୍ୟନ୍ତ କାଉଟିଂ ହେବ । ଭୋଟ ଗଣତି ପାଇଁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି । କେନ୍ଦ୍ରୀୟ ସୁରକ୍ଷାବଳ ଓ ରାଜ୍ୟ ପୁଲିସ ନିୟୋଜିତ ହୋଇଛନ୍ତି । 

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା