ଓଡିଶା ଦେଶ ବିଦେଶ

ରେଳ ଦୁର୍ଘଟଣାସ୍ଥଳରେ ପହଞ୍ଚିଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ

ବାଲେଶ୍ବର : ବାହାନଗାରେ ରେଳ ଦୁର୍ଘଟଣାସ୍ଥଳରେ ପହଞ୍ଚିଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ଘଟଣାସ୍ଥଳରେ ପହଞ୍ଚିବା ସହ ସ୍ଥିତି ଅନୁଧ୍ୟାନ କରିଛନ୍ତି ମମତା । ଗୋଟିଏ ଟ୍ରେନ୍ ପଶ୍ଚିମବଙ୍ଗରୁ ଆସୁଥିଲା ଆଉ ଏକ ଟ୍ରେନ୍ ପଶ୍ଚିମବଙ୍ଗ ଅଭିମୁଖେ ଯାତ୍ରା କରୁଥିଲା । ତେଣୁ ଦୁର୍ଘଟଣାଗ୍ରସ୍ତ ଟ୍ରେନରେ ଅଧିକାଂଶ ପଶ୍ଚିମବଙ୍ଗ ଯାତ୍ରୀ ରହିଛନ୍ତି । ଯାହାକୁ ନେଇ ତତ୍ପରତା ଦେଖାଇଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ । ବାହାନଗା ହାଇସ୍କୁଲ ନିକଟରେ ହୋଇଥିବା ହେଲିପ୍ୟାଡରେ ଓହ୍ଲାଇ ସିଧାସଳଖ ଘଟଣାସ୍ଥଳକୁ ଯାଇଛନ୍ତି ମମତା ।

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା