ପରଲୋକରେ ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର

ପରଲୋକରେ ପୂର୍ବତନ ବାଚସ୍ପତି, ପୂର୍ବତନ ମନ୍ତ୍ରୀ ତଥା ଦିଗପହଣ୍ଡି ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ର । ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ଦୀର୍ଘ ଦିନ ଧରି ସେ କିଡନୀ ରୋଗରେ ପୀଡିତ ହୋଇ ଚିକିତ୍ସତ ହେଉଥିଲେ ।