ଓଡିଶା

ହାତ ଛାଡିଲେ, ପଦ୍ମ ଫିଙ୍ଗିଲେ । ଶେଷରେ ଶଙ୍ଖ ଫୁଙ୍କିଲେ..

ଗଜପତି : ଗଜପତି ଜିଲ୍ଲା ଗୋଷାଣୀ ବ୍ଲକ ଅନ୍ତର୍ଗତ ରମ୍ପା ଗ୍ରାମ ପଞ୍ଚାୟତର ରମ୍ପା ଗ୍ରାମର କଂଗ୍ରେସ ଓ ବିଜେପି ଦଳର ବହୁ କର୍ମୀ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଦର୍ଶ ଓ ନୀତିରେ ଅନୁପ୍ରାଣିତ ହୋଇ ବିଜୁ ଜନତା ଦଳରେ ଯୋଗଦାନ କରିଛନ୍ତି । ଏହି ଅବସରରେ ବରିଷ୍ଠ ନେତା ଡଃ.ତିରୁପତି ପାଣିଗ୍ରାହୀ, ଜିଲ୍ଲା ବିଜେଡ଼ି ସଭାପତି ଜଗବନ୍ଧୁ ଦାସ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଜି. ତିରୁପତି ରାଓ, ଜିଲ୍ଲା ଯୁବ ସଭାପତି ଏସ୍. ଲିଙ୍ଗରାଜ, ଗୋଷାଣୀ ବ୍ଲକ ଅଧ୍ୟକ୍ଷ ଏନ୍.ବୀରରାଜୁ, ଗୋଷାଣୀ ବ୍ଲକ ବିଜେଡ଼ି ସଭାପତି ସିଏଚ୍. ଇଶ୍ଵର ରାଓ, ଆରଏମସିଏସ ଅଧ୍ୟକ୍ଷ ଏସ୍.ଗଜପତି ରାଓ, ରାଜ୍ୟ ବିଜେଡ଼ି ସମ୍ପାଦକ ବସନ୍ତ ଦାସ ଓ ମରୁତ ପାଳ, ଜିଲ୍ଲା ପରିଷଦ ସଦସ୍ୟ ଏସ୍.ବାଲରାଜୁ,  ଜିଲ୍ଲା ପରିଷଦ ସଦସ୍ୟା ପି. ଲୀଳାବତୀ, ଜିଲ୍ଲା ଉପସଭାପତି ଲକ୍ଷ୍ମୀକାନ୍ତ ପରିଚ୍ଛା, ବରିଷ୍ଠ ନେତା ୱାଇ. ରାମଚନ୍ଦ୍ର ରାଓ, କାଶୀନଗର ବ୍ଲକ ବିଜେଡ଼ି ସଭାପତି ଅଖିଲ ପାତ୍ର ଓ ଯୁବନେତା ଜି.ବିଜୟ କୁମାର ପ୍ରମୁଖଙ୍କ ଉପସ୍ଥିତିରେ ଏହି ମିଶ୍ରଣ ପର୍ବ ଆୟୋଜିତ ହୋଇଯାଇଛି । 

ରିପୋର୍ଟ : ଗଜପତିରୁ ବିବେକାନନ୍ଦ ବେହେରା

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା