ଓଡିଶା

ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ପାଇଁ ଡେମୋ ଦେଖାଇଲା ଅଗ୍ନିଶମ ବାହିନୀ…

ଜଟଣୀ : ପ୍ରାକୃତିକ ବିପର୍ଯ୍ୟୟକୁ କିଭଳି ମୁକାବିଲା କରିବା, ବିପର୍ଯ୍ୟୟ ପୂର୍ବରୁ ଏବଂ ବିପର୍ଯ୍ୟୟ ପରେ କଣ ସବୁ ପଦକ୍ଷେପ ଗ୍ରହଣ କରିବା ସହ ନିଜେ କିପରି ସଚେତନ ରହି ଅନ୍ୟମାନଙ୍କୁ ସଚେତନତା କରିବା ଏ ନେଇ ଜଟଣୀ ପୌରପରିଷଦ ଏବଂ ଅଗ୍ନିଶମ ବିଭାଗର ମିଳିତ ଉଦ୍ୟମରେ ସ୍ଥାନୀୟ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି I ଏହି କାର୍ଯ୍ୟକ୍ରମରେ ଅଗ୍ନିଶମ ବିଭାଗ ଅଧିକାରୀ ବିସ୍ତୃତ ଭାବେ ଲୋକମାନଙ୍କ ସହ ଆଲୋଚନା କରିବା ସହ ଏ ବାବଦରେ ଡେମୋ ଦେଖାଇଥିଲେ I

ରିପୋର୍ଟ : ଜଟଣୀରୁ ପ୍ରଶାନ୍ତ କୁମାର ସାହୁ

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା