ଓଡିଶା

ବିରିଡି ବ୍ଲକର ବିଭିନ୍ନ ପଞ୍ଚାୟତରେ ବୁଲିଲା ଜୟ ଜଗନ୍ନାଥ ରଥ…

ଜଗତସିଂହପୁର, ୧୦/୧ (ରୀତା ସାହୁ) : ଜଗତସିଂହପୁର ଜିଲ୍ଲା ବିରିଡି ବ୍ଲକର ବିଭିନ୍ନ ପଞ୍ଚାୟତରେ ବୁଲିଲା ଜୟ ଜଗନ୍ନାଥ ରଥ । ଆମ ଓଡ଼ିଶା ନବୀନ ଓଡ଼ିଶା ଅନ୍ତର୍ଗତ ଶ୍ରୀ ମନ୍ଦିର ପରିକ୍ରମା ପ୍ରକଳ୍ପର ଜୟ ଜଗନ୍ନାଥ ରଥ ପଞ୍ଚାୟତର ପ୍ରତି ଘରକୁ ଘର ବୁଲି ଅରୁଆ ଚାଉଳ, ଗୁଆ ଓ ନଡ଼ିଆ ସଂଗ୍ରହ କରାଯାଇଛି । ଏହି କାର୍ଯ୍ୟକ୍ରମରେ ବ୍ଲକ ଅଧ୍ୟକ୍ଷା ମମତା ପାତ୍ର, ଜିଲ୍ଲା ପରିଷଦ ସଭ୍ୟ ଚନ୍ଦ୍ରଶେଖର ଦାସଙ୍କ ବହୁ ଜଣ ସାଧାରଣ ସାମିଲ ହୋଇଥିଲେ । ସେହିପରି ରଘୁନାଥପୁର ବ୍ଲକ ତରିକୁନ୍ଦ ପଂଚାୟତର ବିଭିନ୍ନ ଗ୍ରାମରେ ଜୟ ଜଗନ୍ନାଥ ରଥ ବୁଲିବା ସହିତ ଏକ ଭକ୍ତି ମୟ ପରିବେଶ ସୃଷ୍ଟି ହୋଇଛି । ତେବେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଏଭଳି କାର୍ଯ୍ୟକ୍ରମକୁ ସ୍ୱାଗତ କରିଛନ୍ତି ଅଞ୍ଚଳବାସୀ ।

Free2speak

About Author

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା