ଓଡିଶା

ଜଗତସିଂହପୁର ପାଇଁ ପ୍ରାର୍ଥୀ ଘୋଷଣା କଲା ଲୋକ ଜନଶକ୍ତି…

ଜଗତସିଂହପୁର : ଲୋକ ଜନଶକ୍ତି ପାର୍ଟି (ରାମ ବିଳାସ) ପକ୍ଷରୁ ସ୍ଥାନୀୟ ଶାରଦା ମଣ୍ଡପରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ପାର୍ଟିର ରାଜ୍ୟ କାର୍ଯ୍ୟକାରୀ ସଭାପତି ଚିତ ରଂଜନ ମଲ୍ଲିକ ଯୋଗ ଦେଇ ଆଗାମୀ ୨୦୨୪ ନିର୍ବାଚନ ପାଇଁ ଜଗତସିଂହପୁର ଜିଲ୍ଲାରେ ସଙ୍ଗଠନକୁ କିଭଳି ସୃଦୃଢ଼ କରାଯିବ ସେ ନେଇ ଆଲୋଚନା ହୋଇଥିଲାା ଏଥିରେ ସମସ୍ତ ନିର୍ବାଚନ ମଣ୍ଡଳୀରେ ବିଧାୟକ ପ୍ରାର୍ଥୀ ଓ ଲୋକସଭା ପାଇଁ ପାର୍ଥô ଘୋଷଣା କରାଯାଇଥିଲା । ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟ ସମ୍ପାଦକ ରନôାକର ସ୍ୱାଇଁ, ରାଜ୍ୟ ଉପ ସଭାପତି ନଳିନୀ କାନ୍ତ ମଲ୍ଲିକ, ଜଗତସିଂହପୁର ନିର୍ବାଚନ ମଣ୍ଡଳୀର ପ୍ରାର୍ଥୀ ଲିଙ୍ଗରାଜ ମହାନ୍ତି ଓ ରାଜ୍ୟ ମହିଳା ସଦସ୍ୟା ଅନିତା ନାୟକ ପ୍ରମୁଖ ଉପସ୍ଥିତ ଥିଲେ । ସାରା ରାଜ୍ୟରେ ୬୦ ଟି ବିଧାନସଭା ପାର୍ଥୀ ଓ ୧୦ରୁ ଉର୍ଦ୍ଧ୍ୱ ଲୋକସଭା ଆସନ ପାଇଁ ପ୍ରାର୍ଥୀ ଦିଆଯିବ ବୋଲି ଘୋଷଣା କରାଯାଇଛି ।

Free2speak

About Author

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା