ଓଡିଶା

ସମସ୍ତ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି…

ବଳକା ୩ ବିଧାନସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ବିଜେଡି । କୋରେଇ, ଖଣ୍ଡପଡ଼ା ଏବଂ ନୀଳଗିରି ଆସନରେ ବିଜେଡି ପ୍ରାର୍ଥୀ ଦେଇଛି । ୩ ଆସନରେ ନୂଆ ମୁହଁକୁ ପ୍ରାର୍ଥୀ କରିଛନ୍ତି ବିଜେଡି ସୁପ୍ରିମୋ । କୋରେଇରୁ ସନ୍ଧ୍ୟାରାଣୀ ଦାସ, ନୀଳଗିରିରୁ ସୁକାନ୍ତ ନାୟକ ଏବଂ ଖଣ୍ଡପଡ଼ାରୁ ସାବିତ୍ରୀ ପ୍ରଧାନଙ୍କୁ ଦଳ ପ୍ରାର୍ଥୀ କରିଥିବା ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅପରପକ୍ଷେ ଦେବଗଡ଼ ‌ବିଧାନସଭା ଆସନରେ ପ୍ରାର୍ଥୀ ବଦଳାଇଛି ବିଜେଡି । ଦେବଗଡ଼ ବିଧାନସଭା ପ୍ରାର୍ଥୀ ଅରୁନ୍ଧତୀ ଦେବୀଙ୍କ ବଦଳରେ ରୋମାଞ୍ଚ ରଞ୍ଜନ ବିଶ୍ବାଳଙ୍କୁ  ଦଳ ପ୍ରାର୍ଥୀ କରିଛି ।

Free2speak

About Author

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା