ଓଡିଶା କଳା ସଂସ୍କୃତି

ଗୁଣ୍ଡୁଚାମନ୍ଦିର ପାଖ ଶରଧାବାଲିରେ ବଡଠାକୁର ଶ୍ରୀବଳଦେବ ଗୋସାଇଁ

ଗୁଣ୍ଡୁଚାମନ୍ଦିର ପାଖ ଶରଧାବାଲିରେ ପହଞ୍ଚିଛନ୍ତି ବଡବାଡସାମନ୍ତ ବଡଠାକୁର ଶ୍ରୀବଳଦେବ ଗୋସାଇଁ । ତାଙ୍କ ପଛେ ପଛେ ଘର୍ଘରନାଦ କରି ଆସୁଛି ମା’ ସୁଭଦ୍ରାଙ୍କ ଦର୍ପଦଳନ ରଥ । ତାଙ୍କ ପଛରେ ରହି ରହି ଗୁଣ୍ଡିଚା ମନ୍ଦିର ଅଭିମୁଖେ ଆସୁଛନ୍ତି ବ୍ରହ୍ମାଣ୍ଡଗୋସାଇଁ କାଳିଆ ସାଆନ୍ତ । ଆଉ କିଛି ସମୟ ପରେ ଶରଧାବାଲିରେ ପହଞ୍ଚିବେ ହଳଦୀମୁଖୀ ମା’ ସୁଭଦ୍ରା । ଘୋଷଯାତ୍ରାର ଦ୍ୱିତୀୟ ଦିନରେ ଚତୁର୍ଦ୍ଧା ମୂରତିଙ୍କର ନୀତିକାନ୍ତି ଶେଷ ପରେ ମହାପ୍ରଭୁଙ୍କ ୩ ରଥକୁ ଟାଣି ନେଉଛନ୍ତି ଅସଂଖ୍ୟ ଭକ୍ତ । ବଡଦାଣ୍ଡ ସତେ ଆଜି ଜନ ସମୁଦ୍ରରେ ପରିଣତ ହୋଇଛି । ଘୋର ର୍ଘଘର ନାଦରେ ଗଡିଚାଲିଛି ରଥ । ଆଜି ପୁଣି ଏକ ହୋଇଛନ୍ତି ରଥ, ପଥ, ଜଗନ୍ନାଥ ।

Free2speak

About Author

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା