ଓଡିଶା

ରାମ ଲିଙ୍ଗେଶ୍ୱର ସମବାୟ ସମିତି ପକ୍ଷରୁ ଖରିଫ ଧାନକ୍ରୟ ପାଇଁ ଚାଷୀ ପଞ୍ଜିକୃତ…

ଗଜପତି, (ଏଫ୍ଟୁଏସ୍) ୧୬/୦୭ : ଗଜପତି ଜିଲ୍ଲା ଗୋଶାଣୀ ବ୍ଳକ ଅନ୍ତର୍ଗତ କେରାଣ୍ଡି ପଞ୍ଚାୟତର ନୂଆ କେରାଣ୍ଡିରେ ଥିବା ରାମ ଲିଙ୍ଗେଶ୍ୱର ସମବାୟ ସମିତି ପକ୍ଷରୁ ଖରିଫ ଧାନ କ୍ରୟ ପାଇଁ ଚାଷୀ ପଞ୍ଜିକୃତ ଆରମ୍ଭ ହୋଇଯାଇଛି । ଚାଷୀ ପଞ୍ଜିକୃତ ୧୫ ଜୁଲାଇରୁ ଆରମ୍ଭ ହୋଇ ୧୬ ଅଗଷ୍ଟ ମଧ୍ୟରେ ରାମ ଲିଙ୍ଗେଶ୍ୱର ସମିତିରେ ଆବେଦନ କରିପାରିବେ । ଚାଷୀ ପଞ୍ଜିକରଣ ନିମନ୍ତେ ନିଜର ଆବଶ୍ୟକ କାଗଜପତ୍ର ଯଥା ବ୍ୟାଙ୍କ ପାସ ବୁକର ପ୍ରଥମ ପୃଷ୍ଠାର ନକଲ ଆଧାର କାର୍ଡର ନକଲ, ଜମି ପଟ୍ଟା, ଜମିର ପ୍ରମାଣ ପତ୍ର ସହିତ ମୋବାଇଲ ନମ୍ବର ଆବଶ୍ୟକତା ରହିଛି ବୋଲି ରାମ ଲିଙ୍ଗେଶ୍ୱର ସମବାୟ ସମିତିର ସମ୍ପାଦକ ଇ ରାମ ପ୍ରସାଦ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ।

Free2speak

About Author

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା