ଦେଶ ବିଦେଶ

ଚାଷୀଙ୍କ ପାଇଁ ପ୍ରତିଷ୍ଠା ହେବ ୧୦ ହଜାର ବାୟୋ ରିସର୍ଚ୍ଚ କେନ୍ଦ୍ର…

୨୦୨୪-୨୫ ବଜେଟରେ ଗରିବ, ମହିଳା, ଚାଷୀ ଏବଂ ଯୁବବର୍ଗଙ୍କୁ ଗୁରୁତ୍ବ । ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନଯୋଜନା ୫ ବର୍ଷ ବଢ଼ାଯାଇଛି । ୫ ବର୍ଷରେ ୪ କୋଟି ଯୁବବର୍ଗଙ୍କୁ ନିଯୁକ୍ତି, ସୁଦକ୍ଷ ପାଇଁ ଲକ୍ଷ ରଖାଯାଇଛି । ମୁଦ୍ରାସ୍ପିତୀ ୪ ପ୍ରତିଶତ ରଖିବାକୁ ଆକଳନ । ଶିକ୍ଷା, ରୋଜଗାର ଓ ଦକ୍ଷତା ବୃଦ୍ଧିକୁ ଗୁରୁତ୍ୱ । ନିଯୁକ୍ତି, ଶିକ୍ଷା ଓ ଦକ୍ଷତା ବିକାଶ ପାଇଁ ୧ ଲକ୍ଷ ୪୮ ହଜାର କୋଟି ବ୍ୟବସ୍ଥା । ଚାଷୀଙ୍କୁ ଉଚିତ ମୂଲ୍ୟ ଦେବାକୁ ସରକାର ପ୍ରତିଶୃତିବଦ୍ଧ । ୩୨ ଫସଲର ୧୦୯ ଉନ୍ନତ ଅମଳକ୍ଷମ ବିହନ ଚାଷୀଙ୍କୁ ମିଳିବ । ୧ କୋଟି ଚାଷୀଙ୍କୁ ପ୍ରାକୃତିକ ଉପାୟରେ ଚାଷ ପାଇଁ ପ୍ରୋତ୍ସାହନ । ଚାଷୀଙ୍କ ଉତ୍ପାଦର ଷ୍ଟୋରେଜ ଓ ମାର୍କେଟିଂ ପାଇଁ ବିଶେଷ ବ୍ୟବସ୍ଥା ହେବ । ଏଥିସହ ଚାଷୀଙ୍କ ପାଇଁ ୧୦ ହଜାର ବାୟୋ ରିସର୍ଚ୍ଚ କେନ୍ଦ୍ର ପ୍ରତିଷ୍ଠା ହେବ ବୋଲି କହିଛନ୍ତି ଅର୍ଥମନ୍ତ୍ରୀ ।  

Free2speak

About Author

Leave a comment

Your email address will not be published. Required fields are marked *

You may also like

ଦେଶ ବିଦେଶ ବ୍ୟବସାୟ

କ୍ରିପ୍ଟୋକରେନ୍ସି ନିୟନ୍ତ୍ରଣ କରିବା ଏକ ସାମୂହିକ ପ୍ରୟାସ ହେବା ଆବଶ୍ୟକ: ନିର୍ମଳା ସୀତାରମଣ |

କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି ଯେ କ୍ରିପ୍ଟୋକରେନ୍ସି ନିୟନ୍ତ୍ରଣ କରିବା ପାଇଁ ସାମୂହିକ ପ୍ରୟାସ ଆବଶ୍ୟକ, କାରଣ ଟେକ୍ନୋଲୋଜି କ୍ରମାଗତଭାବେ ବିକଶିତ ହେଉଛି ଏବଂ ବଦଳୁଛି
ଦେଶ ବିଦେଶ

କର୍ଣ୍ଣାଟକରେ ଓମିକ୍ରନ୍ ଭୟ: ମଲ୍, ସିନେମା ହଲ୍ ପରିଦର୍ଶନ ପାଇଁ ଦୁଇଟି ଡୋଜ୍ ଜରୁରୀ | ବିଦ୍ୟାଳୟଗୁଡ଼ିକ ପାଇଁ ମଧ୍ୟ ନୂତନ ନିୟମ |

କର୍ଣ୍ଣାଟକ ସରକାର ଶୁକ୍ରବାର ଦିନ ମଲ, ପ୍ରେକ୍ଷାଳୟ ଏବଂ ସିନେମା ହଲ ପାଇଁ ବାଧ୍ୟତାମୂଳକ କରିଛନ୍ତି ଯେ କେବଳ ସେହି ପରିଦର୍ଶକଙ୍କୁ କୋଭିଡ -19 ଟିକା ନେଇଛନ୍ତି।