ଓଡିଶା

ହର୍ ଘର୍ ତ୍ରିରଙ୍ଗା ଶୋଭାଯାତ୍ରାରେ ସିଆରପିଏଫ୍ ଯବାନ…

ନୂଆପଡ଼ା, (ଏଫ୍ଟୁଏସ୍/ କୀର୍ତ୍ତି ଚନ୍ଦ୍ର ନାଗ) : ସମଗ୍ର ଭାରତ ବର୍ଷରେ ଅତ୍ୟନ୍ତ ଆନନ୍ଦ ଉଲ୍ଲାସର ସହ ହର୍ ଘର୍ ତ୍ରିରଙ୍ଗା ଉତ୍ସବ ପାଳିତ ହେଉଛି । ଏହି ପରିପ୍ରେକ୍ଷୀରେ ନୂଆପଡ଼ା ଜିଲ୍ଲା ସିଲଦାସ୍ଥିତ CRPF 216 ବାଟାଲିୟନ ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ ଇଶ୍ଵର ସିଂଙ୍କ ନେତୃତ୍ୱରେ ଶତାଧିକ ସିଆରପିଏଫ୍ ଯବାନମାନେ ତଥା ସ୍ଥାନୀୟ ଲୋକମାନେ ଏକତ୍ରିତ ହୋଇ ଏକ ବିଶାଳ ବାଇକ୍ ରାଲି ଶୋଭାଯାତ୍ରା କରିଥିଲେ । ସିଆରପିଏଫ୍ କ୍ୟାମ୍ପ ପରିସରରୁ ସିଲଦା ଗ୍ରାମ ପର୍ଯ୍ୟନ୍ତ ଏହି ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା । ଭାରତ ମାତା ଏବଂ ଆମର ପ୍ରିୟ ଜାତୀୟ ପତାକା ତ୍ରିରଙ୍ଗାର ଜୟ ଧ୍ଵନି ଦେଇ ପୁଣି ନିଜ କ୍ୟାମ୍ଫକୁ ପ୍ରତ୍ୟାବର୍ତ୍ତନ କରିଥିଲେ ସିଆରପିଏଫ୍ ଯବାନ ।

Free2speak

About Author

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା