ଓଡିଶା

ଡିଜିଟାଲ ଫସଲ ସର୍ଭେ ପାଇଁ ଜିଲ୍ଲାସ୍ତରୀୟ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ଗଜପତି (ଏଫ୍ଟୁଏସ୍ / ବିବେକାନନ୍ଦ ବେହେରା) : ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡିସ୍ଥିତ ଜିଲ୍ଲାପାଳଙ୍କ କନଫରେନ୍ସ ହଲରେ ଜିଲ୍ଲା ସ୍ତରୀୟ ଡିଜିଟାଲ ଫସଲ ସଚେତନତା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମିଞ୍ଜ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଜୀ ତିରୁପତି ରାଓ, ଜିଲ୍ଲା ପରିଷଦ ଉପାଧ୍ୟକ୍ଷ, ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ସୁରେନ୍ଦ୍ର ନାଥ ସ୍ୱାଇଁ ପ୍ରମୁଖ ମଞ୍ଚାସିନ ଥିଲେ । ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ପ୍ରତ୍ୟେକ ଚାଷୀଙ୍କ ଜମିରେ କି କି ପ୍ରକାର ଶସ୍ୟ ଅମଳ କରାଯାଉଛି ତା ଉପରେ ସର୍ଭେ କରାଯିବ । ଏହି କାର୍ଯ୍ୟକ୍ରମରେ କୃଷି ବିଭାଗ, ଉଦ୍ୟାନ ବିଭାଗ, ବ୍ଳକ ଅଧ୍ୟକ୍ଷ, ବ୍ଳକ କୃଷି ଅଧିକାରୀ, ବ୍ଳକ ସହକାରୀ କୃଷି ଅଧିକାରୀ ଓ ଅଗ୍ରଣୀ ଚାଷୀମାନେ ଉପସ୍ଥିତ ଥିଲେ ।

Free2speak

About Author

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା