ଓଡିଶା

ଚାଉଳ ସହ ଗହମ ପାଇବେ ରାସନ ହିତାଧିକାରୀ…

ରାସନ କାର୍ଡ ହିତାଧିକାରୀଙ୍କୁ ଚାଉଳ ସହ ମିଳିବ ଗହମ । ମୁଣ୍ଡପିଛା ମାସକୁ ୪ କିଲୋ ଚାଉଳ ଏବଂ ୧ କିଲୋ ଗହମ ମିଳିବା ନେଇ ସୂଚନା ଦେଲେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ଲୋକଙ୍କର ଗହମ ଚାହିଦାକୁ ଦୃଷ୍ଟିରେ ରଖି ଏହି ଦାବି ରଖାଯାଇଛି । ରାସନ କାର୍ଡ ହିତାଧିକାରୀଙ୍କୁ ମିଳୁଥିବା ଚାଉଳର ୨୦ ପ୍ରତିଶତ ଗହମ ମିଳିବ । ଗତ ବିଜେଡି ସରକାର ୨୦୨୦-୨୧ ମସିହାରୁ ରାଜ୍ୟରେ ହିତାଧିକାରୀଙ୍କୁ ସାଧାରଣ ବଣ୍ଟନ ବ୍ୟବସ୍ଥାରେ ଗହମକୁ ବନ୍ଦ କରି ଦେଇଥିଲେ ।

ବର୍ତ୍ତମାନ ଖାଦ୍ୟ ଯୋଗାଣ ମନ୍ତ୍ରୀ ଏ ବାବଦରେ କେନ୍ଦ୍ରମନ୍ତ୍ରୀଙ୍କ ସହ ଆଲୋଚନା କରିବା ପରେ ରାସନ କାର୍ଡ ହିତାଧିକାରୀଙ୍କୁ ପୁଣି ଥରେ ପୂର୍ବ ଭଳି ଚାଉଳ ସହ ଗହମ ମିଳିବାକୁ ଯାଉଛି ।

Free2speak

About Author

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା