ଦେଶ ବିଦେଶ

ଉତ୍ତରପ୍ରଦେଶରେ ଗଠନ ହେବ ଯୋଗୀ ସରକାର

ଉତ୍ତର ପ୍ରଦେଶ ବିଧାନସଭାର ସମସ୍ତ ୪୦୩ ଆସନରେ ଭୋଟ ଗଣତି ଜାରି ରହିଛି । ଏବେ ସୁଦ୍ଧା ଆସିଥିବା ଟ୍ରେଣ୍ଡ ଅନୁଯାୟୀ ବିଜେପି ରାଜ୍ୟରେ ପୁଣିଥରେ ସରକାର ଗଠନ କରିବାକୁ ଯାଉଥିବା ସ୍ପଷ୍ଟ ହେଉଛି । ବିଜେପି ୨୭୨ଟି ଆସନରେ ଆଗରେ ରହିଥିବା ବେଳେ ସମାଜବାଦୀ ପାର୍ଟି ୧୧୮, ବିଏସ୍‌ପି ୪ଟି, କଂଗ୍ରେସ ୩ଟି ଓ ଅନ୍ୟାନ୍ୟ ଦଳ ୩ଟି ଆସନରେ ଲିଡ କରୁଛନ୍ତି । ରାଜ୍ୟରେ ସରକାର ଗଠନ ପାଇଁ ମ୍ୟାଜିକ ନମ୍ବର ହେଉଛି ୨୦୨ ।

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଦେଶ ବିଦେଶ ବ୍ୟବସାୟ

କ୍ରିପ୍ଟୋକରେନ୍ସି ନିୟନ୍ତ୍ରଣ କରିବା ଏକ ସାମୂହିକ ପ୍ରୟାସ ହେବା ଆବଶ୍ୟକ: ନିର୍ମଳା ସୀତାରମଣ |

କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି ଯେ କ୍ରିପ୍ଟୋକରେନ୍ସି ନିୟନ୍ତ୍ରଣ କରିବା ପାଇଁ ସାମୂହିକ ପ୍ରୟାସ ଆବଶ୍ୟକ, କାରଣ ଟେକ୍ନୋଲୋଜି କ୍ରମାଗତଭାବେ ବିକଶିତ ହେଉଛି ଏବଂ ବଦଳୁଛି
ଦେଶ ବିଦେଶ

କର୍ଣ୍ଣାଟକରେ ଓମିକ୍ରନ୍ ଭୟ: ମଲ୍, ସିନେମା ହଲ୍ ପରିଦର୍ଶନ ପାଇଁ ଦୁଇଟି ଡୋଜ୍ ଜରୁରୀ | ବିଦ୍ୟାଳୟଗୁଡ଼ିକ ପାଇଁ ମଧ୍ୟ ନୂତନ ନିୟମ |

କର୍ଣ୍ଣାଟକ ସରକାର ଶୁକ୍ରବାର ଦିନ ମଲ, ପ୍ରେକ୍ଷାଳୟ ଏବଂ ସିନେମା ହଲ ପାଇଁ ବାଧ୍ୟତାମୂଳକ କରିଛନ୍ତି ଯେ କେବଳ ସେହି ପରିଦର୍ଶକଙ୍କୁ କୋଭିଡ -19 ଟିକା ନେଇଛନ୍ତି।