ଓଡିଶା

ଆଜି ବି ଜାରି ରହିବ କାଳବୈଶାଖୀ ତାଣ୍ଡବ !

ରାଜ୍ୟରେ ଆଜି ବି ଜାରି ରହିବ କାଳବୈଶାଖୀ ତାଣ୍ଡବ । ଏ ନେଇ ୨୨ଟି ଜିଲ୍ଲାରେ କାଳବୈଶାଖୀ ପ୍ରଭାବରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । କାଳବୈଶାଖୀ ପ୍ରଭାବରେ କିଛି ସ୍ଥାନରେ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ କରାଯାଇଛି ।

କାଳବୈଶାଖୀ ପ୍ରଭାବରେ ରାଜଧାନୀ ଭୁବନେଶ୍ୱର ସମେତ ୬ଟି ଜିଲ୍ଲା ଅନୁଗୋଳ, କଟକ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ପୁରୀରେ ବର୍ଷା, ପବନ ଓ ଘଡ଼ଘଡ଼ି ଲାଗି ରହିଛି । ଗତକାଲି ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ତାଣ୍ଡବ ରଚିଛି । 

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା