ଓଡିଶା

ଗଜପତି ଜିଲ୍ଲାରେ “ଆକାଂକ୍ଷା” ତରଫରୁ ୭୨ତମ ବନ ମହୋତ୍ସବ ପାଳିତ

ଗଜପତି ଜିଲ୍ଲାର ଏକମାତ୍ର ଅଗ୍ରଣୀ ମହିଳା ସଙ୍ଗଠନ “ଆକାଂକ୍ଷା” ତରଫରୁ ୭୨ତମ ବନ ମହୋତ୍ସବ ପାଳିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ରୂପେ ଗଜପତି ଜିଲ୍ଲା ସଂସ୍କୃତି ଅଧିକାରୀ ସୁଶ୍ରୀ ଅର୍ଚ୍ଚନା ମଙ୍ଗରାଜ, ସମ୍ମାନିତ ଅତିଥି ଭାବେ ମନୋଜ କୁମାର ଦାସ, ହରିମୋହନ ପଟ୍ଟନାୟକ, ନାଗେଶ୍ୱର ଚୌଧୁରୀ, ବିଚିତ୍ରାନନ୍ଦ ବେବର୍ତ୍ତା, ରାଜେନ୍ଦ୍ର ପଣ୍ଡା, ତ୍ରିପତି ପଣ୍ଡା, ରାଜେଶ କୁମାର, ଭାଗ୍ୟଲକ୍ଷ୍ମୀ ନାୟକ, ମଞ୍ଜୁ ଚୌଧୁରୀ, ପ୍ରମିଳା ମହାପାତ୍ର, ସୁନିତା ବେହେରା, ମଧୁସ୍ମିତା ପାଢ଼ୀ, ସୁନିତା ରଥ, ପ୍ରଣତୀ ଦାସ ପ୍ରମୁଖ ଯୋଗ ଦେଇଥିଲେ । ଏହି ଅବସରରେ ନିମ୍ବ, ଆମ୍ବ, ସୀତାଫଳ, କରଞ୍ଜ ଇତ୍ୟାଦି ଚାରା ଗଛ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ରୋପଣ କରାଯାଇଥିଲା । ଏହି ସମସ୍ତ କାର୍ଯ୍ୟକ୍ରମକୁ ସଙ୍ଗଠନର ସଭାନେତ୍ରୀ ଆଶାଲତା ପାଣିଗ୍ରାହୀ, ସମ୍ପାଦିକା ମୀନା କୁମାରୀ ଟହଲ, ଉପଦେଷ୍ଟା ଡ଼ଃ କଲ୍ୟାଣୀ ମିଶ୍ର, ସ୍ୱର୍ଣ୍ଣପ୍ରଭା ପାଠୀ ପରିଚାଳନା କରିଥିଲେ ।

ଗଜପତିରୁ ବିବେକାନନ୍ଦ ବେହେରା

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା