ଓଡିଶା

ମହିୟସୀ ମହିଳା ମାଳତୀ ଦେବୀ ଚୌଧୁରୀଙ୍କ ୧୨୦ ତମ ଜନ୍ମ ଜୟନ୍ତୀ ପାଳିତ

ଜଗତସିଂହପୁର : ଜଗତସିଂହପୁର ଜିଲ୍ଲା ଅଳକା ଆଶ୍ରମ ପରିସରରେ ବିଶିଷ୍ଟ ସ୍ଵାଧୀନତା ସଂଗ୍ରାମୀ, ମହିୟସୀ ମହିଳା ମାଳତୀ ଦେବୀ ଚୌଧୁରୀଙ୍କ ୧୨୦ ତମ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ଅଳକା ଆଶ୍ରମର ସଦସ୍ୟ ଓ ବହୁ ବିଶିଷ୍ଟ ବ୍ୟକ୍ତିମାନେ ଯୋଗଦେଇ ତାଙ୍କର ଫଟୋ ଚିତ୍ରରେ ମାଲ୍ୟାର୍ପଣ କରିବା ସହିତ ସ୍ବାଧୀନତା ସଂଗ୍ରାମରେ ତାଙ୍କର ତ୍ୟାଗ ଉପରେ ଆଲୋଚନା କରିଥିଲେ । ସେହିପରି ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ମଧ୍ୟ ମାଳତୀ ଚୌଧୁରୀଙ୍କ ଜୟନ୍ତୀ ପାଳନ କରାଯିବା ସହିତ ସ୍ଥାନୀୟ ସରକାରୀ ବାଳିକା ବିଦ୍ୟାଳୟ ପରିସରରେ ଥିବା ତାଙ୍କର ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା ।

ରିପୋର୍ଟ : ଜଗତସିଂହପୁରରୁ ରୀତା ସାହୁ

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା