ଓଡିଶା

ଦିନ ୧ଟା ସୁଦ୍ଧା ଓଡ଼ିଶାରେ ୩୯.୩୦% ମତଦାନ…

ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଚାଲିଛି ଜୋରଦାର ମତଦାନ । ୪ ସଂସଦୀୟ କ୍ଷେତ୍ର ପାଇଁ ମତଦାନ ଆରମ୍ଭ ହୋଇଛି । ସକାଳ ୬ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟା ୬ଟା ଯାଏଁ ଚାଲିବ ମତଦାନ । ରାଜ୍ୟ ନିର୍ବାଚନ କମିଶନଙ୍କ ତଥ୍ୟ ଅନୁଯାୟୀ, ଦିନ ୧ଟା ସୁଦ୍ଧା ଓଡ଼ିଶାରେ ୩୯.୩୦% ମତଦାନ ହୋଇଛି । ନବରଙ୍ଗପୁରରେ ସର୍ବାଧିକ ୪୪.୧୯% ମତଦାନ ହୋଇଥିବା ବେଳେ ନୂଆପଡାରେ ସର୍ବନିମ୍ନ ୪୩.୧୩% ଭୋଟଗ୍ରହଣ ହୋଇଛି ।

ସେହିଭଳି ଗଜପତିରେ ୪୦.୬୦%, କଳାହାଣ୍ଡିରେ ୪୨.୪୮%, କୋରାପୁଟରେ ୩୮.୨୫%, ମାଲକାନିଗିରିରେ ୩୯.୯୦%, ଗଞ୍ଜାମରେ ୩୨.୬୬%, ରାୟଗଡାରେ ୩୬.୧୧% ମତଦାନ ହୋଇଛି । ସନ୍ଧ୍ୟା ୬ଟା ଯାଏଁ ମତଦାନ ହେବାକୁ ଥିବା ବେଳେ ମତଦାନ ହାର ଆହୁରି ବୃଦ୍ଧି ପାଇବ । ବର୍ତ୍ତମାନ ଖରା କାରଣରୁ ଅପରାହ୍ନରେ ମତଦାନ ଅଧିକ ହୋଇପାରେ । ନିର୍ବାଚନକୁ ଶାନ୍ତିଶୃଙ୍ଖଳା ସହ ଶେଷ କରିବାକୁ ପୋଲିଂ ବୁଥ୍ ଗୁଡିକରେ ସୁରକ୍ଷା ବ୍ୟବସ୍ଥା କଡାକଡି ।  

Free2speak

About Author

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା