ଓଡିଶା

ଡେପୁଟି କଲେକ୍ଟରଙ୍କ ଘରେ ଭିଜିଲାନ୍ସ ଟିମ୍…

ନୀଳଗିରି ଡେପୁଟି କଲେକ୍ଟରଙ୍କ ଘରେ ଭିଜିଲାନ୍ସ ଟିମ୍ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଡେପୁଟି କଲେକ୍ଟର ପରୀକ୍ଷିତ ଜେନାଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି । ବାରିପଦାରେ ବିଡିଓ ରହିଥିବାବେଳେ ଓଏମବିଏଡିସି ଫଣ୍ଡସରେ ଦୁର୍ନୀତି କରିଥିବା ନେଇ ଅଭିଯୋଗ ହୋଇଛି । ବିଡିଓ ଥିବା ସମୟରେ, ପରୀକ୍ଷିତ ଜେନା ୧ କୋଟି ୧ ଲକ୍ଷ ୩ ହଜାର ୨୧୫  ଟଙ୍କା ଠକେଇ କରିଥିବା ନେଇ ପ୍ରମାଣ ମିଳିବା ପରେ ଚଢ଼ାଉ କରିଛି ଭିଜିଲାନ୍ସ ଟିମ୍ ।

ପରୀକ୍ଷିତଙ୍କ ନୀଳଗିରି ବାଲିଗୋହିରୀ ସ୍ଥିତ ଭଡା ଘର ଏବଂ ମୟୂରଭଞ୍ଜରେ ଥିବା ପୈତୃକ ଘର ସମେତ ୬ଟି ସ୍ଥାନରେ ଚଢ଼ାଉ କରାଯାଇଛି । ଚଢ଼ାଉରେ ଭିଜିଲାନ୍ସର ୧୨ଟି ଟିମ୍ ସାମିଲ ହୋଇଛନ୍ତି । ଓଡ଼ିଶା ଭିଜିଲାନ୍ସ ବିଭାଗର ୨ଜଣ ଆଡିସନାଲ ଏସପି, ୪ଡିଏସପି, ୬ ଜଣ ଇନସ୍ପେକ୍ଟର, ୭ ଏଏସଆଇଙ୍କ ସମେତ ଅନ୍ୟ ସହଯୋଗୀ ଅଧିକାରୀ ଏହି ଚଢ଼ାଉରେ ସମ୍ପୃକ୍ତି ହୋଇଛନ୍ତି ।

Free2speak

About Author

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା