ଓଡିଶା

ମୌମିତାଙ୍କୁ ନ୍ୟାୟ ଦାବିରେ ମହିଳା ମୋର୍ଚ୍ଚା…

ଜଗତସିଂହପୁର, (ଏଫ୍ଟୁଏସ୍/ ରୀତା ସାହୁ) : ଜଗତସିଂହପୁର ଜିଲ୍ଲା ଭାରତୀୟ ଜନତା ପାର୍ଟି ମହିଳା ମୋର୍ଚ୍ଚା ପକ୍ଷରୁ କଲିକତାରେ ଘଟିଥିବା ମୌମିତା ଗଣ ଦୁଷ୍କର୍ମ ଓ ହତ୍ୟା ମାମଲାର ନିରପେକ୍ଷ ତଦନ୍ତ ଓ ଆତ୍ମାର ସଦଗତି କାମନା କରି ଏକ କ୍ୟାଣ୍ଡେଲ ଶୋଭଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ବିଜେପି ମହିଳା ମୋର୍ଚ୍ଚା ସଭାନେତ୍ରୀ କ୍ରିଷ୍ଣା ମହାନ୍ତିଙ୍କ ନେତୃତ୍ୱରେ ମହିଳା ମୋର୍ଚ୍ଚାର କର୍ମୀମାନେ ସ୍ଥାନୀୟ ଥାନା ଛକରେ କ୍ୟାଣ୍ଡେଲ ଶୋଭଯାତ୍ରା ମାଧ୍ୟମରେ ମୌମିତାଙ୍କର ଆତ୍ମାର ସଦଗତି କାମନା କରିଥିଲେ । ଆର.ଜି କର ହସ୍ପିଟାଲରେ ଟ୍ରେନି ଡାକ୍ତରଙ୍କୁ ଗଣ ଦୁଷ୍କର୍ମ ଘଟଣାରେ ସେଠାକାର ସରକାର ଦୋଷୀମାନଙ୍କୁ ଘଣ୍ଟ ଘୋଡାଉ ଥିବାରୁ ଏହାର ନିରପେକ୍ଷ ତଦନ୍ତ ଦାବି କରିଛି ମହିଳା ମୋର୍ଚ୍ଚା ।

Free2speak

About Author

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା