ଓଡିଶା

ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳିତ…

ଭୁବନେଶ୍ୱର : ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ଭୁବନେଶ୍ୱର ୟୁନିଟ -୮ସ୍ଥିତ ଗୋପବନ୍ଧୁ ଛକରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ଆନୁକୂଲ୍ୟରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଛି । ଉକ୍ତ କାର୍ଯ୍ୟକ୍ରମରେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶକ ଶ୍ରୀ ସରୋଜ କୁମାର ସାମଲ, ବୈଷୟିକ ନିର୍ଦ୍ଦେଶକ ଶ୍ରୀ ସୁରେନ୍ଦ୍ରନାଥ ପରିଡା, ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ସନ୍ତୋଷ ଦାସ, ଉପ ନିର୍ଦ୍ଦେଶକ (କ୍ଷେତ୍ର) ସୁଚେତା ପ୍ରିୟଦର୍ଶିନୀ, ଲୋକ ସମ୍ପର୍କ ଅଧିକାରୀ ପ୍ରମୋଦିନୀ ଟେଟେ, ସୁଶ୍ରୀ ସଂଗୀତା ମହାରଣା ପ୍ରମୁଖ ଯୋଗଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ପଣ୍ଡିତ ଗୋପବନ୍ଧୁ ଦାସଙ୍କ ସ୍ମୃତିଚାରଣ କରିଥିଲେ । ଏହି ଅବସରରେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଅନ୍ୟାନ୍ୟ ଅଧିକାରୀ, ଉତ୍କଳ ସମ୍ମିଳନୀର କର୍ମକର୍ତ୍ତା, ବୁଦ୍ଧିଜୀବୀ, ସମାଜସେବୀ, ରାଜନୈତିକ ନେତୃବୃନ୍ଦ, ବିଭିନ୍ନ ଛାତ୍ର ସଂଗଠନର ପ୍ରତିନିଧି ଓ କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ଥିଲେ ।

Free2speak

About Author

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା