ଓଡିଶା

ଚଳନ୍ତା ଟ୍ରେନ୍‌ ଉପରକୁ ଗୁଳି ମାଡ଼…

ଚଳନ୍ତା ଟ୍ରେନ୍‌ ଉପରକୁ ଗୁଳି ମାଡ଼ । ଭଦ୍ରକରେ ନନ୍ଦନକାନନ ଏକ୍ସପ୍ରେସକୁ ଗୁଳିମାଡ଼ ହୋଇଛି । ଟ୍ରେନ ମ୍ୟାନେଜରଙ୍କୁ ଦୁଇ ରାଉଣ୍ତ ଗୁଳିମାଡ଼ ଉଦ୍ୟମ କରାଯାଇଥିଲା । ଗୁଳିକାଣ୍ଡରେ ୱିଣ୍ଡୋ କାଚ ଭାଙ୍ଗି ଯାଇଥିବା ବେଳେ ଏଥିରେ କେହି ମୃତାହତ ହୋଇ ନ ଥିବା ସୂଚନା ମିଳିଛି । ଏପରି ଏକ ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଷ୍ଟେସନର ୧୧୯ ନଂ ଗେଟ ନିକଟରେ । ଘଟଣା ସ୍ଥଳରେ ଭଦ୍ରକ ଜିଆରପିର ତଦନ୍ତ ଚାଲିଛି । ସମ୍ପୃକ୍ତ ଟ୍ରେନ କିମ୍ବା ଗାର୍ଡଙ୍କର କୌଣସି କ୍ଷତି ହୋଇ ନ ଥିବା ଷ୍ଟେସନ ମ୍ୟାନେଜର କହିଛନ୍ତି ।

Free2speak

About Author

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା