ଓଡିଶା
୨୪ରେ ଖାତାକୁ ଆସିବ ‘ସୁଭଦ୍ରା’ ଯୋଜନାର ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା
ଆସନ୍ତା ୨୪ରେ ଖାତାକୁ ଆସିବ ‘ସୁଭଦ୍ରା’ ଯୋଜନାର ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା । ପ୍ରାୟ ୨୦ ଲକ୍ଷରୁ ଅଧିକ ହିତାଧିକାରୀ ଏହାଦ୍ବାରା ଉପକୃତ ହେବେ...