ଆଜି ସଂଧ୍ୟାରୁ ଘଣ୍ଟାପ୍ରତି ୮୦ରୁ ୯୦ କିଲୋମିଟର ବେଗରେ ବହିବ ପବନ
ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଓଡ଼ିଶା ଉପକୂଳବର୍ତ୍ତୀ ଜିଲ୍ଲାରେ ବର୍ଷା ହେବ ସମ୍ଭାବନା । ୧୦ ତାରିଖରେ ଗଞ୍ଜାମ, ଗଜପତି ଓ ପୁରୀରେ ପ୍ରବଳ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେହିପରି ୧୧ ତାରିଖରେ ୫ ଜିଲ୍ଲା ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କଟକ ଓ ଜଗତସିଂହପୁରରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏସବୁ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୨ […]