ବାରବାଟୀ ଷ୍ଟାଡିୟମରେ ଖେଳାଯିବ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦ ମ୍ୟାଚ୍
କଟକସ୍ଥିତ ବାରବାଟୀ ଷ୍ଟାଡିୟମରେ ଖେଳାଯିବ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦ ମ୍ୟାଚ୍ । ଆସନ୍ତା ଜୁନ୍ ୧୨ରେ ଦୁଇ ଦେଶ ମଧ୍ୟରେ ଟି-୨୦ ଖେଳାଯିବ । ଏ ନେଇ ସୂଚନା ଦେଇଛନ୍ତି ଓସିଏ ସଂପାଦକ ସଞ୍ଜୟ ବେହେରା । କରୋନା ମହାମାରୀ କାରଣରୁ ବାରବାଟୀ ଷ୍ଟାଡିୟମରେ ଭାରତ ଏବଂ ଓ୍ଵେଷ୍ଟଇଣ୍ଡି ଟି-୨୦ ମ୍ୟାଚ୍ ଖେଳାଯାଇ ପାରିନଥିଲା । ଏହା ପରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ […]