ପରୀକ୍ଷା ପାଇଁ ପ୍ରସ୍ତୁତ ହୁଅ, ହୋଇପାରେ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ
ପିଲାମାନଙ୍କୁ ପରୀକ୍ଷା ପାଇଁ ପ୍ରସ୍ତୁତି ଜାରି ରଖିବାକୁ ପରାମର୍ଶ ଦେଲେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ମୁମ୍ବାଇରେ ସ୍କୁଲ ଖୋଲିବା ପରେ ଓଡ଼ିଶାରେ ସ୍କୁଲ ଖୋଲିବା ପାଇଁ ଦାବି ହୋଇଛି । ଏଣେ ରାଜ୍ୟରେ ଲଗାତର ସଂକ୍ରମଣ ହ୍ରାସ ପାଉଥିବାରୁ ଅଭିଭାବକ ଓ ଶିକ୍ଷାବିତ୍ ସ୍କୁଲ ଖୋଲିବା ପାଇଁ ଦାବି କରିଛନ୍ତି । ଏବେ ଅନଲାଇନରେ ପାଠପଢ଼ା ଚାଲିଥିବା ବେଳେ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ହୋଇପାରିବ ବୋଲି ଆଶା […]