ଆହୁରି ଥରାଇବ ଶୀତ ଲହରୀ !
ଆସନ୍ତା ୩ ଦିନରେ ରାଜ୍ୟର ତାପମାତ୍ରା ପାଖାପାଖି ୪ ଡିଗ୍ରି ପର୍ଯ୍ୟନ୍ତ ଖସିବ । ଫଳରେ ଶୀତ ବଢ଼ିବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଗତ ୪/୫ ଦିନ ହେବ, ରାଜ୍ୟରେ ପଶ୍ଚିମା ଝଡ଼ ଯୋଗୁଁ ପାଗ କୋହଲା ରହିଛି । ଅଧିକାଂଶ ସ୍ଥାନରେ ବର୍ଷା ବି ହୋଇଛି । ରାଜଧାନୀ ଭୁବନେଶ୍ୱରରେ ଆଜି ସର୍ବନିମ୍ନ ତାପମାତ୍ରା ୧୭ ଡିଗ୍ରୀକୁ ଖସିପାରେ । ସେହିପରି ବାକି ସହରରେ ମଧ୍ୟ ପାରଦ ଖସିବା ନେଇ […]