ଓଡିଶା କ୍ରୀଡା

ବାରବାଟୀରେ ଟି-୨୦ ମ୍ୟାଚ୍ ପାଇଁ ବୁଧବାରରୁ ମିଳିବ ଅନଲାଇନ୍ ଟିକେଟ୍ । ଜାଣନ୍ତୁ...

ବାରବାଟୀ ଟି- ୨୦ ପାଇଁ ଆସନ୍ତାକାଲି ସକାଳ ୧୧ଟାରୁ ଆରମ୍ଭ ହେବ ଅନଲାଇନ୍ ଟିକେଟ୍ ବିକ୍ରି । ଜୁନ୍ ୧୨ରେ ବାରବାଟୀରେ ହେବ ଭାରତ-ଦକ୍ଷିଣଆଫ୍ରିକା ଟି-୨୦ ମ୍ୟାଚ୍...
ଓଡିଶା କ୍ରୀଡା

ବାରବାଟୀ ଷ୍ଟାଡିୟମରେ ଖେଳାଯିବ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦ ମ୍ୟାଚ୍

କଟକସ୍ଥିତ ବାରବାଟୀ ଷ୍ଟାଡିୟମରେ ଖେଳାଯିବ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦ ମ୍ୟାଚ୍ । ଆସନ୍ତା ଜୁନ୍ ୧୨ରେ ଦୁଇ ଦେଶ ମଧ୍ୟରେ ଟି-୨୦ ଖେଳାଯିବ...
କ୍ରୀଡା

ନିଉଜିଲାଣ୍ଡ୍‌କୁ ପରାସ୍ତ କରି ରେକର୍ଡ କଲା ଭାରତ

ଟେଷ୍ଟ୍‌ କ୍ରିକେଟ୍‌ରେ ପ୍ରଥମ ଘଟଣା।ମାତ୍ର ୬୨ ରନ୍‌ କରି ପାଭିଲିୟନ୍‌କୁ ଫେରିଯାଇଥିବା ନିଉଜିଲାଣ୍ଡ୍‌ ଦ୍ବିତୀୟ ଇଂନିଙ୍ଗ୍‌ସ୍‌ରେ ୧୬୭ ରନ୍‌ କରିବାକୁ ସମର୍ଥ ହୋଇଥିଲାଭାରତ ଓ ନିଉଜିଲାଣ୍ଡ୍‌ ମଧ୍ୟରେ...
କ୍ରୀଡା

ରେକର୍ଡ କଲେ ଏଜାଜ୍, ଭାରତର ପ୍ରଥମ ଇନିଂସରେ ଏକାକୀ ହାସଲ କଲେ୧୦ ଉଇକେଟ

ଭାରତ-ନ୍ୟୁଜିଲାଣ୍ଡ ଦ୍ୱିତୀୟ କ୍ରିକେଟ ଟେଷ୍ଟରେ ଇତିହାସ ରଚିଛନ୍ତି ଭାରତୀୟ ବଂଶୋଦ୍ଭବ ଏଜାଜ ପଟେଲ । ଭାରତର ପ୍ରଥମ ଇନିଂସରେ ଏକାକୀ ସମସ୍ତ ୧୦ ଉଇକେଟ ଅକ୍ତିଆର କରି...