୧୦୦ ଦିନର ରିପୋର୍ଟ କାର୍ଡ ଦେଲେ ଏବଂ ବିଜେଡି ସରକାରକୁ ଦୃଢ ନିନ୍ଦା କଲେ ମୋହନ ସରକାର…
ରାଜ୍ୟରେ ମୋହନ ସରକାରକୁ ପୂରିଛି ୧୦୦ ଦିନ । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ବିଜେପି ସରକାରଙ୍କ ୧୦୦ ଦିନର ହିସାବ ଦେଇଛନ୍ତି । କାର୍ଯ୍ୟକ୍ରମରେ ଉପ ମୁଖ୍ୟମନ୍ତ୍ରୀ, ରାଜ୍ୟ କ୍ୟାବିନେଟ, କେନ୍ଦ୍ରମନ୍ତ୍ରୀ, ସମସ୍ତ ବିଧାୟକ, ସାଂସଦ ଓ ଅନ୍ୟ ବରିଷ୍ଠ ନେତା ସାମିଲ ହୋଇଥିଲେ । ସରକାରର ଶହେ ଦିନ ଭିତରେ ଶ୍ରୀମନ୍ଦିର ଚାରି ଦ୍ୱାର ଖୋଲିଛି । ଏହାସହ ରତ୍ନଭଣ୍ଡାର ଖୋଲି ଗଣତି ମଣତି ପାଇଁ ପ୍ରକ୍ରିୟା ଆରମ୍ଭ କରାଯାଇଛି । ସୁଭଦ୍ରା ଯୋଜନାରେ […]