ଓଡିଶା

ଦଶମ ଓ ଦ୍ୱାଦଶ ବୋର୍ଡ ପରୀକ୍ଷାରେ ସାଲେପୁର ପବ୍ଲିକ ସ୍କୁଲର ଶତପ୍ରତିଶତ ସଫଳତା

ସାଲେପୁର, (ଫ୍ରିଟୁସ୍ପିକ୍/ ଅଭୟ ଜେନା) : ସାଲେପୁର ମାଛୁଆତି ସ୍ଥିତ ସାଲେପୁର ପବ୍ଲିକ ସ୍କୁଲର ଦଶମ ଓ ଦ୍ୱାଦଶ ବୋର୍ଡ ପରୀକ୍ଷାରେ ଶତପ୍ରତିଶତ ଫଳାଫଳ କରି ବିଦ୍ୟାଳୟର ଗୌରବ ବୃଦ୍ଧି କରିଛନ୍ତି । ବିଦ୍ୟାଳୟର ଶୁଭମ ସ୍ୱରୂପ ପ୍ରଧାନ ୯୮%, ସୌମ୍ୟ ରଞ୍ଜନ ରାଉତ ୯୭%, ନିର୍ଲିପ୍ତା ପ୍ରିୟଦର୍ଶିନୀ ପ୍ରଧାନ ୯୬.୫% ହାସଲ କରି ବ୍ଲକରେ ଯଥାକ୍ରମେ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ସ୍ଥାନ ଅଧିକାର କରି ଅନୁଷ୍ଠାନ ତଥା ଅଞ୍ଚଳର ଗୌରବ ବୃଦ୍ଧି କରିଛନ୍ତି । […]