ଓଡିଶା

ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ । ଛାତ୍ରୀଙ୍କ ପାସ୍‌ ହାର ୯୭.୦୫%

ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ । କଟକ ସ୍ଥିତ ବୋର୍ଡ କାର୍ଯ୍ୟାଳୟରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ପ୍ରମିଳା ମଲ୍ଲିକ ଫଳ ଘୋଷଣା କରିଛନ୍ତି । ଏଥର ପାସ୍ ହାର ୯୬.୪% ରହିଥିବାବେଳେ ଛାତ୍ରୀ ବାଜିମାତ କରିଛନ୍ତି । ଚଳିତ ବର୍ଷ ମୋଟ ୫ ଲକ୍ଷ ୨୭ ହଜାର ୩୭୪ ଜଣ ପରୀକ୍ଷା ଦେବାକୁ ଫର୍ମପୂରଣ କରିଥିବା ବେଳେ ସେମାନଙ୍କ ମଧ୍ୟରୁ ୫ ଲକ୍ଷ ୧୬ ହଜାର ୪୩୫ ଜଣ ପରୀକ୍ଷା ଦେଇଥିଲେ । ସେମାନଙ୍କ ମଧ୍ୟରୁ […]

ଓଡିଶା

ଆସନ୍ତାକାଲିଠାରୁ ଦଶମ ଶ୍ରେଣୀ ସମେଟିଭ ପରୀକ୍ଷା

ଆସନ୍ତାକାଲିଠାରୁ ଆରମ୍ଭ ହେବ ଦଶମ ଶ୍ରେଣୀ ସମେଟିଭ ପରୀକ୍ଷା । ୫ ତାରିଖରୁ ୮ ତାରିଖ ପର୍ଯ୍ୟନ୍ତ ୪ ଦିନ ଧରି ପରୀକ୍ଷା ଦେବେ ଛାତ୍ରଛାତ୍ରୀ । ପ୍ରଥମ ୩ ଦିନ ୨ଟି ସିଟିଂ ହେବ ଥିଓରୀ ପରୀକ୍ଷା । ୮ ତାରିଖ ଦିନ କେବଳ ପ୍ରାକ୍ଟିକାଲ ପରୀକ୍ଷା କରାଯିବ । ପରୀକ୍ଷା ପାଇଁ ୩ ହଜାର ୯୩ କେନ୍ଦ୍ର କରାଯାଇଥିବା ବେଳେ ୩୧୧ ନୋଡାଲ ସେଣ୍ଟରରେ ପ୍ରଶ୍ନପତ୍ର ପହଞ୍ଚି ସାରିଛି । ସେଥିମଧ୍ୟରୁ ୨୨ଟି ଥାନାରେ ରଖାଯାଇଛି ପ୍ରଶ୍ନପତ୍ର […]