ଓଡିଶା

ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ । ଛାତ୍ରୀଙ୍କ ପାସ୍‌ ହାର ୯୭.୦୫%

ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ । କଟକ ସ୍ଥିତ ବୋର୍ଡ କାର୍ଯ୍ୟାଳୟରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ପ୍ରମିଳା ମଲ୍ଲିକ ଫଳ ଘୋଷଣା କରିଛନ୍ତି । ଏଥର ପାସ୍ ହାର ୯୬.୪% ରହିଥିବାବେଳେ ଛାତ୍ରୀ ବାଜିମାତ କରିଛନ୍ତି । ଚଳିତ ବର୍ଷ ମୋଟ ୫ ଲକ୍ଷ ୨୭ ହଜାର ୩୭୪ ଜଣ ପରୀକ୍ଷା ଦେବାକୁ ଫର୍ମପୂରଣ କରିଥିବା ବେଳେ ସେମାନଙ୍କ ମଧ୍ୟରୁ ୫ ଲକ୍ଷ ୧୬ ହଜାର ୪୩୫ ଜଣ ପରୀକ୍ଷା ଦେଇଥିଲେ । ସେମାନଙ୍କ ମଧ୍ୟରୁ […]

ଓଡିଶା

ଚଳିତ ବର୍ଷ ମାଟ୍ରିକ ପାସ୍ ହାର ୯୦.୫୫%

ଆଜି ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ । କଟକ ବୋର୍ଡ କାର୍ଯ୍ୟାଳୟରେ ଆନୁଷ୍ଠାନିକ ଭାବେ ଗଣଶିକ୍ଷାମନ୍ତ୍ରୀ ସମୀର ଦାଶ ଫଳାଫଳ ଘୋଷଣା କରିଛନ୍ତି । ଚଳିତ ବର୍ଷ ପାସ୍ ହାର ୯୦.୫୫% ରହିଥିବା ଜଣାପଡିଛି । ଚଳିତ ବର୍ଷ ମାଟ୍ରିକ ପରୀକ୍ଷାର ମୂଲ୍ୟାୟନ ମୁଖ୍ୟତଃ ତିନୋଟି ପଦ୍ଧତିରେ କରାଯାଇଛି । ପ୍ରଥମ ପଦ୍ଧତିରେ ଫର୍ମେଟିଭ ଆସେସମେଣ୍ଟ ଓ ସମେଟିଭ ୧ ପରୀକ୍ଷାର ମାର୍କକୁ ଗ୍ରହଣ କରାଯାଇ ତାହାକୁ ଦ୍ଵିଗୁଣିତ କରାଯାଇ ପରୀକ୍ଷା ଫଳ ପ୍ରସ୍ତୁତ ହୋଇଛି […]