ପରୀକ୍ଷା ଦେଉଛନ୍ତି ଯୁକ୍ତ ଦୁଇ ପରୀକ୍ଷାର୍ଥୀ
ଆଜିଠାରୁ ଆରମ୍ଭ ହୋଇଛି ଯୁକ୍ତ ଦୁଇ କଳା ଓ ବାଣିଜ୍ୟ ପରୀକ୍ଷା । କଳାରେ ୨ଲକ୍ଷ ୧୯ହଜାର ୧୧୦ ଏବଂ ବାଣିଜ୍ୟରେ ୨୩,୧୪୮ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଉଛନ୍ତି । ପିଲାଙ୍କ ପାଇଁ ସାରା ରାଜ୍ୟରେ ମୋଟ୍ ୧୧ ଶହ ୪୫ଟି ପରୀକ୍ଷା କେନ୍ଦ୍ର ଓ ୨୦୨ଟି ହବ୍ କରାଯାଇଛି । ଛାତ୍ରଛାତ୍ରୀ ଦୀର୍ଘ ଦୁଇ ବର୍ଷ ପରେ ବିନା କୋଭିଡ୍ କଟକଣାରେ ପରୀକ୍ଷା ଦେଉଥିଲେ ମଧ୍ୟ ପ୍ରଶ୍ନପତ୍ର ଲିକ୍ ଭୟ ସେମାନଙ୍କୁ ଘାରିଛି । ଗତ ଦୁଇ […]