୨୦୨୪ ସାଧାରଣ ନିର୍ବାଚନ ପାଇଁ ଯୁବ ଗୋଷ୍ଠୀଙ୍କୁ ଏକତ୍ରିତ କରୁଛି ବିଜେଡି
ଜଗତସିଂହପୁର : ଜଗତସିଂହପୁର ଜିଲ୍ଲା ବାଲିକୁଦା-ଏରସମା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବାଲିକୁଦା ବ୍ଲକରେ ବିଜୁ ଯୁବ ଓ ଛାତ୍ର ଜନତା ଦଳ ପକ୍ଷରୁ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ବାଲିକୁଦା ତହସିଲ ନିକଟ ନାଗପୁର ମା’ ଜାଗୁଳାଇ ପୀଠରେ ଆୟୋଜିତ ସମ୍ବର୍ଦ୍ଧନା ଉତ୍ସବରେ ଅତିଥି ଭାବରେ ପୂର୍ବତନ ମନ୍ତ୍ରୀ ତଥା ବାଲିକୁଦା-ଏରସମା ବିଧାୟକ ରଘୁନନ୍ଦନ ଦାସ, ଜିଲ୍ଲା ବିଜୁ ଯୁବ ଜନତା ଦଳ ସଭାପତି ସୌମ୍ୟଜିତ ଦାସ, ବାଲିକୁଦା ବ୍ଲକ ଯୁବ ବିଜେଡି ସଭାପତି ଶୁଭେନ୍ଦୁ […]