ଓଡିଶା

ଶିକ୍ଷା ବିଭାଗର ବ୍ଲକ ସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ…

ଗଞ୍ଜାମ : ଗଞ୍ଜାମ ଜିଲ୍ଲା ବେଗୁନିଆପଡା ବ୍ଲକ ସଭାଗୃହରେ ଶିକ୍ଷା ବିଭାଗର ବ୍ଲକ ସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ବ୍ୟବସ୍ଥା, ବିଦ୍ୟାଳୟର ଭିତ୍ତିଭୂମି, ଶୌଚାଳୟ, 5T ବିଦ୍ୟାଳୟର କାର୍ଯ୍ୟ ସମ୍ବନ୍ଧୀୟ ତାଦରଖ, ପିଲାଙ୍କ ସ୍ୱାସ୍ଥ୍ୟ ପରୀକ୍ଷା ଆଦି ବିଷୟରେ ଆଲୋଚନା କରାଯାଇଥିଲା । ଏହାସହ ବିଭିନ୍ନ ସମସ୍ୟାର କିପରି ସମାଧାନ କରାଯାଇପାରିବ ସେ ବିଷୟରେ ମଧ୍ୟ ଆଲୋଚନା କରାଯାଇଥିଲା । ଏଥିରେ ବିଇଓ ରୁଦ୍ର ନାରାୟଣ ସାହୁ, ଏବିଡିଓ ନିରଞ୍ଜନ […]

ଓଡିଶା

ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଜରିଆରେ ଗଞ୍ଜାମକୁ ମିଳିଲା ୨୧ କୋଟି ପଚାଶ ଲକ୍ଷ ଟଙ୍କାର ୫୦୮ ଟି ପ୍ରକଳ୍ପ..

ଗଞ୍ଜାମ : ଗଞ୍ଜାମ ଜିଲ୍ଲାରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ବେଗୁନିଆପଡା ବ୍ଲକରେ ମଧ୍ୟ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଆମ ଓଡିଶା ନବୀନ ଓଡିଶାର ଅଧ୍ୟକ୍ଷ ଭିକେ ପାଣ୍ଡିଆନ ଭିଡିଓ କନଫରେନ୍ସ ମାଧ୍ୟମରେ ଉପସ୍ଥିତ ରହି ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମି ଏବେ ସୁଦୃଢ ହୋଇପାରିଛି ବୋଲି କହିଥିଲେ । ଏହି […]

ଓଡିଶା

ବାଲେଶ୍ବର ପାଇଁ ୧୭୮କୋଟି ଟଙ୍କାର ବଜେଟ୍…

ବାଲିଆପାଳ : ବାଲିଆପାଳରେ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଶୁଭାରମ୍ଭ ହୋଇଛି । ରାଜ୍ୟ ସରକାରଙ୍କ ଦ୍ଵାରା କାର୍ଯ୍ୟକାରୀ କରାଯାଇଥିବା ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ବାଲେଶ୍ୱର ଜିଲ୍ଲାର ବିଭିନ୍ନ ବ୍ଲକରେ ଅନୁଷ୍ଠିତ କରାଯାଇଥିବାବେଳେ ବାଲିଆପାଳରେ ମଧ୍ୟ ଏହା ଅନୁଷ୍ଠିତ ହୋଇଯାଇଛି । ବାଲିଆପାଳ ବ୍ଲକ ସମ୍ମୁଖରେ ଥିବା ସୁବର୍ଣ୍ଣରେଖା ବାଳିକା ହାଇସ୍କୁଲ ପଡିଆରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଭର୍ଚୁଆଲ୍ ମାଧ୍ୟମରେ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ […]