ବୋଲଗଡ଼ ବ୍ଲକ୍ ପ୍ରଶାସନ ପକ୍ଷରୁ ୭୮ତମ ସ୍ୱାଧୀନତା ଦିବସ ଓ ହର୍ ଘର୍ ତ୍ରିରଙ୍ଗା କାର୍ଯ୍ୟକ୍ରମ…
ଖୋର୍ଦ୍ଧା, (ଏଫ୍ଟୁଏସ୍/ ପ୍ରସନ୍ନ କୁମାର ସ୍ୱାଇଁ) : ଭାରତ ସରକାରଙ୍କ ନିଦେ୍ର୍ଦଶକ୍ରମେ ବୋଲଗଡ଼ ବ୍ଲକ୍ ପ୍ରଶାସନ ପକ୍ଷରୁ ୭୮ତମ ସ୍ୱାଧୀନତା ଦିବସ ଓ ହର୍ ଘର୍ ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଆୟୋଜିତ କାର୍ଯ୍ୟକ୍ରମରେ ବ୍ଲକର ବିଭିନ୍ନ ସ୍କୁଲମାନଙ୍କର ଛାତ୍ରଛାତ୍ରୀ ଉପସ୍ଥିତ ରହି ନିଜର ଗୀତ, ନାଚ ଓ କଳାକୃତି ପ୍ରଦର୍ଶନ କରିଥିଲେ । ଏହି ପ୍ରଦର୍ଶନୀକୁ ସ୍ଥାନୀୟ ବିଧାୟକ ପ୍ରଦୀପ କୁମାର ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିଲେ । କାର୍ଯ୍ୟକ୍ରମରେ […]