ଖୁବଶୀଘ୍ର ପରଦାକୁ ଆସୁଛି ‘ଡିଟେକ୍ଟିଭ୍ କରନ୍- ଅର୍ଜୁନ’
ରିଲିଜ ହେଲା ଜୀ ସାର୍ଥକର ନୂଆ ସିନେମା ‘ଡିଟେକ୍ଟିଭ୍ କରନ୍- ଅର୍ଜୁନ’ର ଅଡିଓ । ଫିଲ୍ମରେ ତିନିଟି ଗୀତ ରହିଥିବା ବେଳେ ଏଥିରେ ଡ. ନିର୍ମଳ ନାୟକ ଓ ଅଭିଜିତ ମଜୁମଦାରଙ୍କ ମ୍ୟୁଜିକାଲ ଯୋଡି ପୁଣିଥରେ ଦେଖିବାକୁ ମିଳିବ । ଯେଉଁଥିରୁ ‘ଭାଉଜ ଗୋ ଭାଉଜ’ ଗୀତଟି ମାର୍କେଟରେ ଚହଳ ସୃଷ୍ଟି କରିବ ବୋଲି ପ୍ରଯୋଜନା ସଂସ୍ଥା ପକ୍ଷରୁ ଆଶା ପ୍ରକଟ ହୋଇଛି । ଏହି ଗୀତକୁ ନିଜେ ପପୁ ପମପମ ଗାଇଥିବା ବେଳେ ତାଙ୍କ ସହ […]