ଓଡିଶା

ଡିଜିଟାଲ ଫସଲ ସର୍ଭେ ପାଇଁ ଜିଲ୍ଲାସ୍ତରୀୟ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ଗଜପତି (ଏଫ୍ଟୁଏସ୍ / ବିବେକାନନ୍ଦ ବେହେରା) : ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡିସ୍ଥିତ ଜିଲ୍ଲାପାଳଙ୍କ କନଫରେନ୍ସ ହଲରେ ଜିଲ୍ଲା ସ୍ତରୀୟ ଡିଜିଟାଲ ଫସଲ ସଚେତନତା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମିଞ୍ଜ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଜୀ ତିରୁପତି ରାଓ, ଜିଲ୍ଲା ପରିଷଦ ଉପାଧ୍ୟକ୍ଷ, ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ସୁରେନ୍ଦ୍ର ନାଥ ସ୍ୱାଇଁ ପ୍ରମୁଖ ମଞ୍ଚାସିନ ଥିଲେ । ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ପ୍ରତ୍ୟେକ ଚାଷୀଙ୍କ […]

ଓଡିଶା

ଜିଲ୍ଲାସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଉଦଘାଟିତ…

ଗଜପତି, ୨୯/୧୧ (ବିବେକାନନ୍ଦ ବେହେରା) : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମରେ ଜିଲ୍ଲାସ୍ତରୀୟ କୃଷି ଯନ୍ତ୍ରପାତି ମେଳା ୨୦୨୩ ଶୁଭ ଉଦଘାଟିତ ହୋଇଯାଇଛି । ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ମେଳାରେ ମୁଖ୍ୟ ଅତିଥି ଭାବେ ଶ୍ରୀଯୁକ୍ତ ଚନ୍ଦ୍ର ଶେଖର ସାହୁ, ମାନ୍ୟବର ସାଂସଦ ବ୍ରହ୍ମପୁର ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବରେ ଶ୍ରୀଯୁକ୍ତ ଜି.ତିରୁପତି ରାଓ, ଜିଲ୍ଲାପରିଷଦ ଅଧ୍ୟକ୍ଷ ଗଜପତି, ଶ୍ରୀମତୀ ନିର୍ମଳା […]

ଓଡିଶା

ଆଠମଲ୍ଲିକ ନିର୍ବାଚନ ମଣ୍ଡଳୀରେ ଉପଖଣ୍ଡସ୍ତରୀୟ କୃଷି ଯନ୍ତ୍ରପାତି ମେଳା ୨୦୨୩ ଆୟୋଜିତ…

ଅନୁଗୋଳ, ୧୯/୧୧ (ଧନଞ୍ଜୟ ନାୟକ) : ଅନୁଗୋଳ ଜିଲ୍ଲା ଆଠମଲ୍ଲିକ ନିର୍ବାଚନ ମଣ୍ଡଳୀରେ ଉପଖଣ୍ଡସ୍ତରୀୟ କୃଷି ଯନ୍ତ୍ରପାତି ମେଳା ୨୦୨୩ ଆୟୋଜିତ ହୋଇଯାଇଛି । ଆଠମଲ୍ଲିକ ଷ୍ଟାଡିୟମରେ ଅନୁଷ୍ଠିତ ଏହି ମେଳାରେ ଆଠମଲ୍ଲିକ ବିଧାୟକ ରମେଶ ସାଏ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଏହାକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ । କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବରେ, ସମ୍ବଲପୁର ସାଂସଦ ପ୍ରତିନିଧି ପରେଶ ଦେଓ, ଆଠମଲ୍ଲିକ ଉପ ଜିଲ୍ଲାପାଳ ଡାକ୍ତର ଜିତେନ୍ଦ୍ର କୁମାର ପାତ୍ର, ଜ୍ୟୋର୍ତିଦିପ୍ତ […]

ଓଡିଶା

ବେଗୁନିଆପଡାରେ ବ୍ଲକ ସ୍ତରୀୟ ଉଦ୍ୟାନ କୃଷି କର୍ମଶାଳା ଅନୁଷ୍ଠିତ

ଗଞ୍ଜାମ : ଗଞ୍ଜାମ ଜିଲ୍ଲା ବେଗୁନିଆପଡା ବ୍ଲକ ଅନ୍ତର୍ଗତ ମା ମଙ୍ଗଳା କଲ୍ୟାଣ ମଣ୍ଡପରେ ବ୍ଲକ ସ୍ତରୀୟ ଉଦ୍ୟାନ କୃଷି କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ବେଗୁନିଆପଡ଼ା ବ୍ଳକ ଉଦ୍ୟାନ କୃଷି ବିଭାଗର ତତ୍ୱାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ । ଏଥିରେ ଜିଲ୍ଲା ସହକାରୀ ଉଦ୍ୟାନ କୃଷି ଅଧିକାରୀ ପ୍ରତାପ ପଣ୍ଡା, ବ୍ଲକ ଅଧ୍ୟକ୍ଷା ପ୍ରତିନିଧି ଦୁର୍ଯ୍ୟୋଧନ ଗୌଡ଼, ଆତ୍ମା ଅଧ୍ୟକ୍ଷ ବିଜୟ ପ୍ରଧାନ, […]

ଓଡିଶା

ସମୂହ ଛୁଟିରେ ଯିବେ ଉଦ୍ୟାନ କୃଷି ବିଭାଗୀୟ ଅଧିକାରୀ

ଗଜପତି : ସମୂହ ଛୁଟିରେ ଯିବେ ଉଦ୍ୟାନ କୃଷି ବିଭାଗୀୟ ଅଧିକାରୀ । ଉଦ୍ୟାନ କୃଷି ବିଭାଗରେ ଯୋଜନା ପରେ ଯୋଜନା କାର୍ଯ୍ୟକାରୀ କରାଯାଉଥିବାରୁ ଉଦ୍ୟାନ କୃଷି ଅଧିକାରୀଙ୍କ ଦାୟିତ୍ୱ ଏବେ ବଢି ଚାଲିଛି । ମାତ୍ର ଦୀର୍ଘ ବର୍ଷ ଧରି ଉଦ୍ୟାନ କୃଷି ବିଭାଗ ଅଧିକାରୀଙ୍କ କେଡର ପୁନଃବିନ୍ୟାସ ହୋଇ ପାରୁନାହିଁ । ଯଦି ଆସନ୍ତା ୩୦ ତାରିଖ ସୁଦ୍ଧା ସରକାର କେଡର ପୁନଃବିନ୍ୟାସ ନ କରନ୍ତି ତେବେ ୩୧ ତାରିଖରୁ ସମୂହ ଛୁଟିରେ ଯିବା […]

ଓଡିଶା

ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ଦେଲା ଓଡ଼ିଶା ରାଜ୍ୟ ମୃତ୍ତିକା ସଂରକ୍ଷଣ ଅଧିକାରୀ ସଙ୍ଘ

ଗଜପତି : ଓଡ଼ିଶା ରାଜ୍ୟ ମୃତ୍ତିକା ସଂରକ୍ଷଣ ଅଧିକାରୀ ସଙ୍ଘ ଗଜପତି ଶାଖା ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି । ଗଜପତି ଜିଲ୍ଲାରେ କାର୍ଯ୍ୟରତ ମୃତ୍ତିକା ସଂରକ୍ଷଣ ସେବା ସଂଘର ସଦସ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଜଳ ବିଭାଜିକା ସୁରେଶ କୁମାର ପଟ୍ଟନାୟକ, ସହକାରୀ ନିର୍ଦ୍ଦେଶକ ମୃତ୍ତିକା ସଂରକ୍ଷଣ ସତ୍ୟେନ୍ଦ୍ର ରାଇକା, ଶରତ କୁମାର ପଣ୍ଡା ପ୍ରମୁଖ ଉପସ୍ଥିତ ରହି ଏହି ଦାବିପତ୍ର ପ୍ରଦାନ କରିଛନ୍ତି । ଦୀର୍ଘ ୧୫ ବର୍ଷ ଧରି ବିଭାଗୀୟ […]

ଓଡିଶା

ତାଳଶିଳ୍ପ ଖୋଜୁଛି ତାର ପରିଚୟ…

ନୂଆ ଶିଳ୍ପ ପାଇଁ ବ୍ୟୟ ହେଉଛି କୋଟି କୋଟି ଟଙ୍କା ଅର୍ଥ । ମାତ୍ର ପୁରୁଣା ଶିଳ୍ପକୁ କରାଯାଉଛି ହତାଦାର । ଦିନେ ମିଲେଟ୍ ଶସ୍ତା ଖାଦ୍ୟ ସାରଣୀରେ ସ୍ଥାନିତ ଥିଲା । ହେଲେ ତାହା ଆଜି ପଞ୍ଚତାରକା ହୋଟେଲର ସମ୍ମାନ ବୃଦ୍ଧି କରିଛି । ତାଳଗୁଡ ଏବଂ ତାଳ ଶିଳ୍ପର ଚାହିଦା ବାହାରେ ଦେଶରେ ଅନେକ । ହେଲେ ଆମ ରାଜ୍ୟ ତାଳଶିଳ୍ପ କ୍ଷେତ୍ରରେ ଦେଶରେ ଦ୍ବିତୀୟ ସ୍ଥାନ ଅଧିକାର କରିବା ସତ୍ତ୍ବେ ଅବହେଳିତ । […]

ଓଡିଶା

ଚାଷ କରିଛି ସଫଳ ବ୍ୟକ୍ତି…

ସାଲେପୁର : ସଫଳତା ଏକ ଉପହାର ନୁହେଁ । କଠିନ ପରିଶ୍ରମର ଫଳ ହେଉଛି ସଫଳତା । ସଫଳତା ହାସଲ କରିବା ପାଇଁ ନିଜ କର୍ତ୍ତବ୍ୟ ପଥରେ କଠିନ ପରିଶ୍ରମ ଆବଶ୍ୟକ । ଅଦମ୍ୟ ଇଚ୍ଛାଶକ୍ତି ହିଁ ସଫଳତାର ମାପକାଠି । ଆଉ ଏହାକୁ ପ୍ରମାଣ କରି ଦେଖାଇଛନ୍ତି କଟକ ଜିଲ୍ଲାର  ନିଶ୍ଚିନ୍ତକୋଇଲି ବ୍ଲକ ଅନ୍ତର୍ଗତ ଜନାର୍ଦନପୁର ପଞ୍ଚାୟତ ଗୋପୀନାଥପୁର ଗ୍ରାମର ଶୁକଦେବ ପ୍ରଧାନ । ପ୍ରାୟ ଦୁଇ ଏକର ପରିମିତ ଜମିରେ ସେ ଫଳାଇଛନ୍ତି ସୁନା […]

ଓଡିଶା

ରାଜ୍ୟସ୍ତରୀୟ କୃଷି ମେଳାରେ ସମ୍ମାନିତ ହେଲେ ଯୁବ ଉଦ୍ୟୋଗୀ ଚାଷୀ ଗୋପବନ୍ଧୁ ବେହେରା

ଓଡାପଡା (ଗୋପବନ୍ଧୁ ବୋରିକ): ରାଜ୍ୟସ୍ତରୀୟ କୃଷି ମେଳା 2023 ଉଦଯାପିତ ହୋଇଯାଇଛି l ଏହି ଅବସରରେ ଢେଙ୍କାନାଳ ଜିଲ୍ଲା ଗଁଦିଆ ବ୍ଲକ ଦେଓଗାଁ ପଞ୍ଚାୟତର ମହୁଲଖୋଳି ଗ୍ରାମର ଯୁବ ଉଦ୍ୟୋଗୀ ଚାଷୀ ଗୋପବନ୍ଧୁ ବେହେରାଙ୍କୁ ମହାମହିମ ରାଜ୍ୟପାଳ ସମ୍ମାନିତ କରିବା ସହ ଦଶ ହଜାର ଟଙ୍କା ନଗଦ ଚେକ ସହ ମାନପତ୍ର ପ୍ରଦାନ କରିଛନ୍ତି । ଭୁବନେଶ୍ୱରସ୍ଥିତ ବିଜୁପଟ୍ଟନାୟକ ଖେଳ ପଡିଆରେ ଆୟୋଜିତ କୃଷି ମେଳାର ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ମହାମହିମ ରାଜ୍ୟପାଳ ପ୍ରଫେସର […]