୧୭ରୁ ବନ୍ଦ ହେବ ଭୁବନେଶ୍ୱର ଏମ୍ସ ଓପିଡ
ଆସନ୍ତା ୧୭ରୁ ବନ୍ଦ ହେବ ଭୁବନେଶ୍ୱର ଏମ୍ସ ଓପିଡି । ଏ ନେଇ ଭୁବନେଶ୍ୱର ଏମ୍ସ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି । ଏମ୍ସର କିଛି ଅଧିକାରୀ ଓ କର୍ମଚାରୀ ପଜିଟିଭ ଚିହ୍ନଟ ହେବା ପରେ ଏପରି ପଦକ୍ଷେପ ନିଆଯାଇଛି । ଓପିଡି ବନ୍ଦ ହେଲେ ମଧ୍ୟ କିଛି ଜରୁରୀକାଳୀନ ସେବା ଚାଲୁ ରହିବ । ରାଜ୍ୟରେ ଦୈନିକ ସଂକ୍ରମଣ ସଂଖ୍ୟା ୧୦ ହଜାର ଉପରେ ରହୁଥିବାରୁ ସତର୍କତାମୂଳକ ପଦକ୍ଷେପ ସ୍ୱରୂପ ବିଭିନ୍ନ ହସ୍ପିଟାଲର ଓପିଡିକୁ ବ୍ୟବହାର କରାଯାଉଛି […]