ଓଡିଶା

ଅଣସର ସମୟରେ ଶ୍ରୀ ଅଲାରନାଥଙ୍କ ଦର୍ଶନ କଲେ କୋଟି ପୁଣ୍ୟ ମିଳେ

ଅଣସର ଘରେ ଚତୁର୍ଦ୍ଧା ମୂରତି । ଆଜିଠୁ ଶ୍ରୀ ଅଲରାନାଥଙ୍କ ବେଶରେ ଦର୍ଶନ ଦେବେ ମହାପ୍ରଭୁ । ବ୍ରହ୍ମଗିରିସ୍ଥିତ ଶ୍ରୀ ଅଲାରନାଥଙ୍କ ପୀଠରେ ଶ୍ରଦ୍ଧାଳୁଙ୍କ ଦର୍ଶନ ନିମନ୍ତେ ସବୁ ପ୍ରସ୍ତୁତି ଶେଷ ହୋଇଛି । ଆଜି ଭୋରୁ ଶ୍ରୀଅଲାରନାଥଙ୍କ ମନ୍ଦିର ଦ୍ୱାରଫିଟା ପରେ ମଙ୍ଗଳଆରତି, ଅବକାଶ, ବେଶ, ଚନ୍ଦନ ତୁଳସୀ ଲାଗି, ଦ୍ୱାରପାଳ ପୂଜା, ସ୍ୱୂର୍ଯ୍ୟ ପୂଜା ଶେଷ ହୋଇଛି । ଦେବସ୍ନାନ ପୂର୍ଣ୍ଣମୀରେ ୧୦୮ ଗରା ଜଳରେ ସ୍ନାନ ପରେ ଜ୍ୱରରେ କମ୍ପୁଛନ୍ତି ଶ୍ରୀଜିଉ । […]