ଧାରଣାରେ ଶିକ୍ଷକ…
ଗଜପତି : ଗଜପତି ଜିଲ୍ଲା ଗୋଷାଣୀ ବ୍ଳକର ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡରେସନ ପକ୍ଷରୁ ଗୋଷାଣୀ ବ୍ଳକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକମାନେ ଧାରଣା ଦେଇଛନ୍ତି । ରାଜ୍ୟ ସଙ୍ଘ ଓ ଜିଲ୍ଲା ସଙ୍ଘର ନିର୍ଦ୍ଦେଶ କ୍ରମେ ତିନି ଦଫା ଦାବି ନେଇ ବ୍ଳକରେ ଧାରଣା ଦେଇଛନ୍ତି ଶତାଧିତ ଶିକ୍ଷକ-ଶିକ୍ଷୟତ୍ରୀ । ଚୁକ୍ତି ଭିତ୍ତିକ ପ୍ରଥା ଉଚ୍ଛେଦ, ଜାତୀୟ ହାରରେ ଦରମା ପ୍ରଦାନ ଏବଂ ନୂତନ ପେନସନ ଯୋଜନା ଉଚ୍ଛେଦ […]