ଓଡିଶା

ସମସ୍ୟାର ସମାଧାନ ନ ହେଲେ ଭୋଟ ବର୍ଜ୍ଜନ ଚେତାବନୀ…

ଦୂଷିତ ପାଣି ପିଉଛନ୍ତି ଗାଁ ଲୋକେ, ନାମକୁ ମାତ୍ର ରହିଛି ପାନୀୟଜଳ ପ୍ରକଳ୍ପ ମାହାଙ୍ଗା, (ଅଭୟ ଜେନା) : ସବୁବେଳେ ବିକାଶର କଥା କହୁଥିବା ସରକାର ଲୋକଙ୍କ ମୌଳିକ ସମସ୍ୟା ପ୍ରତି କେତେ ଉଦାସୀନ ସେକଥା ନ କହିବା ଭଲ । ବିଜୁଳି ପାଣି ସଡ଼କ ଭଳି ସର୍ବନିମ୍ନ ସୁବିଧା ସୁଯୋଗ ନ ଥିବାବେଳେ, ସରକାର ଯୋଜନା ପରେ ଯୋଜନା ଘୋଷଣା କରି ନିର୍ବାଚନୀ ବୈତରଣୀ ପାରହେବା ପରିତାପର ବିଷୟ ବୋଲି ସାଧାରଣରେ ଚର୍ଚ୍ଚା ଜୋର ଧରିଛି […]

ଓଡିଶା

ଲୋକାଭିମୁଖୀ ଯୋଜନା ସମ୍ପର୍କରେ ଅବଗତ କରାଉଛି ଆମ ଓଡ଼ିଶା ନବୀନ ଓଡ଼ିଶା…

ଢ଼େଙ୍କାନାଳ, (ସୁଜିତ୍ କୁମାର ବେହେରା) : ଢ଼େଙ୍କାନାଳ ଜିଲ୍ଲା ହିନ୍ଦୋଳ ବ୍ଲକ୍ କନ୍ତାମିଲା ପଞ୍ଚାୟତରେ ଆମ ଓଡିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ମାଧ୍ୟମରେ ଜନସାଧାରଣଙ୍କୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଉଦ୍ୟମରେ ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନା ସମ୍ପର୍କରେ ସଚେତନ କରାଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ହିନ୍ଦୋଳ ବିଧାୟିକା ସୀମାରାଣୀ ନାଏକ, ସମ୍ମାନିତ ଅତିଥି ଭାବେ ଜିଲ୍ଲା ପରିଷଦ ସଭ୍ୟ ସୁମନ୍ତ ଦେହୁରୀ, ସରପଞ୍ଚ ସୁନନ୍ଦା ଅମାନ୍ତଙ୍କ ସମେତ ଅନେକ ସଭ୍ୟ, […]

ଓଡିଶା

ମଧୁପୁରା ପଞ୍ଚାୟତରେ ଶୁଭାରମ୍ଭ ହେଲା ଆମ ଓଡ଼ିଶା ନବୀନ ଓଡ଼ିଶା…

ବାଲିଆପାଳ, ୧୨/୨୪ (ଚନ୍ଦନ ଅଣ୍ଡିଆ) : ବାଲିଆପାଳ ବ୍ଲକ ମଧୁପୁରା ପଂଚାୟତରେ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି । ଏଥିରେ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମରେ ରାଜ୍ୟ ସରକାରଙ୍କ ଦ୍ୱାରା କାର୍ଯ୍ୟକାରୀ କରାଯାଇଥିବା ଗ୍ରାମାଂଚଳ ଭିତିଭୂମିର ବିକାଶ ଏବଂ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ସମ୍ପର୍କରେ ଲୋକ ମାନଙ୍କ ସମ୍ମୁଖରେ ବର୍ଣ୍ଣନା କରାଯାଇଥିଲା । ଏହା ସହିତ ମଧୁପୁରା ପଂଚାୟତରୁ ସିଙ୍ଗାପୁର ଯିବା ପାଇଁ ମନୋନୀତ ହୋଇଥିବା ଆଶା ଦିଦିଙ୍କୁ ସମ୍ବର୍ଦ୍ଧିତ […]

ଓଡିଶା

ଜିଲ୍ଳା ପ୍ରଶାସନ ତରଫରୁ ଆମ ଓଡିଶା ନବୀନ ଓଡିଶା, ଝୋଟ ବ୍ୟାଗ ପ୍ରଦାନ…

ଗଜପତି, ୧୦/୧ (ବିବେକାନନ୍ଦ ବେହେରା) : ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ପୌରପରିଷଦର ୱାର୍ଡ ନଂ-୧ ଓମ୍ ଶାନ୍ତି କୋଲୋନୀଠାରେ ଝୋଟ ତିଆରି ବ୍ୟାଗ ପ୍ରଦାନର ଶୁଭାରମ୍ଭ ହୋଇଯାଇଛି । ଏହି ଅବସରରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ତରଫରୁ ଜିଲ୍ଲାର ପ୍ରତ୍ୟେକ ହିତାଧିକାରୀ ପରିବାର ଲୋକଙ୍କୁ ୨ ଗୋଟି ଲେଖାଏଁ ୨୦ କେଜି ଓ ୧୦ କେଜି ଝୋଟ ବ୍ୟାଗ ପ୍ରଦାନ କରାଯାଇଛି । ଏହାର ଉଦେ୍ଦଶ୍ୟ ଆମ ସାହି, ଆମ ସହର, […]

ଓଡିଶା

ସ୍ୱାମୀ ଚିଦାନନ୍ଦ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଯୁବ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ…

ଧର୍ମଗଡ, ୨୧/୧୨ (ନିକୁଞ୍ଜ ଚଲାନ) : ଜୁନାଗଡ଼ ବ୍ଲକ ଅନ୍ତର୍ଗତ କରଚଳା ସ୍ୱାମୀ ଚିଦାନନ୍ଦ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆମ ଓଡିଶା ଓ ଯୁବ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଅନ୍ତର୍ଗତ ସାଂସ୍କୃତିକ, କ୍ରୀଡା ଓ ସାମାଜିକ ସଚେତନ କାର୍ଯ୍ୟକ୍ରମ ଉଦଯାପିତ ହୋଇଯାଇଛି । କଲେଜର ଅଧକ୍ଷ ଭାରତ ଭୂଷଣ ମୁଣ୍ଡଙ୍କ ସଭାପତିତ୍ୱରେ ଏବଂ ଅଧ୍ୟାପକ ଭବାନୀ ଶଙ୍କର ପଣ୍ଡାଙ୍କ ସଂଯୋଜନାରେ ଆୟୋଜିତ ପୁରସ୍କାର ବିତରଣ ଉତ୍ସବରେ ଜୁନାଗଡ଼ ବିଧାୟକ ଦିବ୍ୟଶଙ୍କର ମିଶ୍ର ମୁଖ୍ୟ ଅତିଥି ଭାବେ […]

ଓଡିଶା

ସମ୍ମାନିତ ଯୁବ ବିକାଶ କାର୍ଯ୍ୟକ୍ରମ ଆୟୋଜିତ…

ଜଗତସିଂହପୁର, ୨୧/୧୨ (ରୀତା ସାହୁ) : ଜଗତସିଂହପୁର ଜିଲ୍ଲା ସଦର ବ୍ଲକ ଅନ୍ତର୍ଗତ ଆଶ୍ରମ ପାଟଣା ସ୍ଥିତ ବିଜୁ ପଟ୍ଟନାୟକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଆନୁକୂଲ୍ୟରେ ଓଡ଼ିଶା ସରକାରଙ୍କ ଯୁବ ବିକାଶ କାର୍ଯ୍ୟକ୍ରମ ଉଦଯାପିତ ହୋଇଯାଇଛି । ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ରବିନାରାୟଣ ରଥଙ୍କ ଅଧକ୍ଷତାରେ ଆୟୋଜିତ ଏହି ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ସ୍ଥାନୀୟ ସରପଂଚ ଲିପକ କୁମାର ସାହୁ ଓଣଊଚର ନୋଡାଲ ଅଧିକାରୀ ଅଧ୍ୟାପକ ଲକ୍ଷ୍ମୀଧର ପ୍ରଧାନ, ପିତାମ୍ବର ସାହୁ, ଲୋଚନ […]

ଓଡିଶା

ବ୍ଲକସ୍ତରୀୟ ଯୁବ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ଯୋଗ ଦେଲେ ଲତିକା…

ବେଗୁନିଆପଡା, ୨୧/୧୨ (ବାପୁନି କୁମାର ମାଲୁ) : ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଲକରେ ଯୁବ ଓଡ଼ିଶା, ନବୀନ ଓଡ଼ିଶା ତରଫରୁ ବ୍ଲକ ସ୍ତରୀୟ କ୍ରୀଡା ପ୍ରତିଯୋଗିତା ଉଦଯାପନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ବେଗୁନିଆପଡା କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ ଯୋଗଦେଇ ପ୍ରଦୀପ ପ୍ରଜ୍ୱଳନ କରିବା ସହ କୃତି ପ୍ରତିଯୋଗିଙ୍କୁ ପୁରସ୍କାର ସହ ଟ୍ରଫି ପ୍ରଦାନ କରିଥିଲେ । କ୍ରିକେଟ, ଫୁଟବଲ, ଭଲିବଲ, ଖୋଖୋ, କବାଡି ଆଦି ଖେଳରେ ବାଳକ ଓ ବାଳିକା ବିଭାଗରେ […]

ଓଡିଶା

ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଜରିଆରେ ଗଞ୍ଜାମକୁ ମିଳିଲା ୨୧ କୋଟି ପଚାଶ ଲକ୍ଷ ଟଙ୍କାର ୫୦୮ ଟି ପ୍ରକଳ୍ପ..

ଗଞ୍ଜାମ : ଗଞ୍ଜାମ ଜିଲ୍ଲାରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ବେଗୁନିଆପଡା ବ୍ଲକରେ ମଧ୍ୟ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଆମ ଓଡିଶା ନବୀନ ଓଡିଶାର ଅଧ୍ୟକ୍ଷ ଭିକେ ପାଣ୍ଡିଆନ ଭିଡିଓ କନଫରେନ୍ସ ମାଧ୍ୟମରେ ଉପସ୍ଥିତ ରହି ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମି ଏବେ ସୁଦୃଢ ହୋଇପାରିଛି ବୋଲି କହିଥିଲେ । ଏହି […]