ଓଡିଶା

ଢେଙ୍କାନାଳ ଜିଲ୍ଲା “ଜାଗୃତି” ସ୍ବଧାର ଗୃହରୁ ବାରମ୍ବାର ନାବାଳିକା ନିଖୋଜ, ତଦନ୍ତ ଦାବି କଲା ଆପ୍…

ଢେଙ୍କାନାଳ, (ଏଫ୍ଟୁଏସ୍/ ସୁଜିତ୍ କୁମାର ବେହେରା) : ଜାଗୃତି ସଂସ୍ଥାରୁ ନିଖୋଜ ତିନି ଜଣ ନାବାଳିକାଙ୍କୁ ଠାବ କରି ସୁରକ୍ଷିତ ସ୍ଥାନରେ ରଖିବା ଏବଂ ବିଭାଗୀୟ ଅଧିକାରୀମାନଙ୍କୁ ତଦନ୍ତ ପରିସର ଭୁକ୍ତ କରି ଦୋଷୀମାନଙ୍କୁ ଆଇନ ଅନୁସାରେ ଦଣ୍ଡିତ କରିବା ପାଇଁ ଆମ୍ ଆଦମୀ ପାର୍ଟି ଢେଙ୍କାନାଳ ଶାଖା ପକ୍ଷରୁ ପାଞ୍ଚ ଦଫା ସମ୍ବଳିତ ଏକ ଦାବିପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କ ଜରିଆରେ ଜିଲ୍ଲା ଆବାହକ ପଙ୍କଜ ନାୟକଙ୍କ ନେତୃତ୍ୱରେ ପ୍ରଦାନ କରାଯାଇଛି । ଢେଙ୍କାନାଳ ଜିଲ୍ଲା […]

ଓଡିଶା

ଢେଙ୍କାନାଳରେ ସକ୍ରିୟ ହେଉଛି ଆମ୍ ଆଦମୀ ପାର୍ଟି…

ଢ଼େଙ୍କାନାଳ : ଢେଙ୍କାନାଳ ଜିଲ୍ଲାରେ ଆମ୍ ଆଦମୀ ପାର୍ଟିର ଶିକ୍ଷା, ସ୍ୱାସ୍ଥ୍ୟ, ବିଜୁଳି, ପାଣି, ରୋଜଗାର ଓ କୃଷିର ବିକାଶ ପାଇଁ ରାଜନୀତି ଆରମ୍ଭ ହୋଇଯାଇଛି l ଏ ନେଇ ରାଜ୍ୟ ସଭାପତି ନିଶିକାନ୍ତ ମହାପାତ୍ର ତିନି ଦିନ ଢ଼େଙ୍କାନାଳ ନିର୍ବାଚନ ମଣ୍ଡଳୀ ଗସ୍ତ କରି ଭୁବନେଶ୍ୱର ଫେରିଛନ୍ତି l ପ୍ରଥମ ଦିନ ସ୍ଥାନୀୟ ଗୋପବନ୍ଧୁ ଟାଉନ ହଲରେ ଢ଼େଙ୍କାନାଳ ସଦର ନିର୍ବାଚନ ମଣ୍ଡଳୀର ଶତାଧିକ ସକ୍ରିୟ କର୍ମକର୍ତ୍ତାଙ୍କୁ ଉଦବୋଧନ ଦେଇ ଜିଲ୍ଲାର ଅବହେଳିତ ଶିକ୍ଷା, ବିପର୍ଯ୍ୟସ୍ତ […]