ଟ୍ରେନ୍ ଦୁର୍ଘଟଣା ପରେ ୪୫ଟି ଟ୍ରେନ୍ ବାତିଲ…
ଆନ୍ଧ୍ରପ୍ରଦେଶର କଣ୍ଟକାପାଲୀ ଓ ଆଲମଣ୍ଡା ଷ୍ଟେସନରେ ହୋଇଥିବା ଟ୍ରେନ୍ ଟ୍ରାଜେଡି ଘଟଣାରେ ମୃତ୍ୟୁ ସଂଖ୍ୟା ୧୪ରେ ପହଞ୍ଚିଛି । ମୃତକଙ୍କ ମଧ୍ୟରେ ୨ଜଣ ରେଳ କର୍ମଚାରୀ ଥିବା ସ୍ପଷ୍ଟ ହୋଇଛି । ଦୁର୍ଘଟଣାରେ ପ୍ରାଣ ହରାଇଥିବା ମୃତକଙ୍କ ମଧ୍ୟରୁ ୧୧ ଜଣଙ୍କ ପରିଚୟ ମିଳିଛି । ସେମାନଙ୍କ ମଧ୍ୟରେ ୯ ଜଣ ପୁରୁଷ ଓ ୨ଜଣ ମହିଳା ଥିବା ଜଣାପଡ଼ିଛି । ଅପରପକ୍ଷେ ମୃତକ ମଧ୍ୟରେ ଓଡ଼ିଶାର କେହି ନଥିବା ସୂଚନା ଦେଇଛନ୍ତି ବିଜୟନଗରମ ଯୁଗ୍ମ ଜିଲ୍ଲାପାଳ […]