ଓଡିଶା

ଆନ୍ଧ୍ର-ଓଡିଶା ସିମାନ୍ତ ପାରଳାଖେମୁଣ୍ଡିରେ ପନିପରିବା ଦର ଆକାଶ ଛୁଆଁ, ଚିନ୍ତାରେ ଖାଉଟି…

ଗଜପତି, (ଏଫ୍ ଟୁ ଏସ୍ /ବିବେକାନନ୍ଦ ବେହେରା) : ରାଜ୍ୟରେ ପରିବାର ଦରବୃଦ୍ଧି ଉତ୍କଟ ସମସ୍ୟା ଭାବେ ଉଭା ହୋଇଛି । ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ମୁଖ୍ୟ ବଜାରରେ ପନିପରିବା ଦରବୃଦ୍ଧି ଏବେ ଖାଉଟି ମୁଣ୍ଡରେ ଚଡ଼କ ପଡ଼ିଲା ପରି ଲାଗୁଛି । ଗତ କିଛିଦିନ ହେଲା ପାରଳାଖେମୁଣ୍ଡିରେ ଟମାଟୋ କିଲୋ ୧୦୦ ରୁ ଅଧିକ ଥିବା ବେଳେ ଅନ୍ୟ ପନିପରିବା ଦର ଆକାଶ ଛୁଆଁ । ଗରିବଙ୍କୁ ସତେ ଯେମିତି ପନିପରିବା ବଜାର […]

ଦେଶ ବିଦେଶ

ଟ୍ରେନ୍ ଦୁର୍ଘଟଣା ପରେ ୪୫ଟି ଟ୍ରେନ୍ ବାତିଲ…

ଆନ୍ଧ୍ରପ୍ରଦେଶର କଣ୍ଟକାପାଲୀ ଓ ଆଲମଣ୍ଡା ଷ୍ଟେସନରେ ହୋଇଥିବା ଟ୍ରେନ୍‌ ଟ୍ରାଜେଡି ଘଟଣାରେ ମୃତ୍ୟୁ ସଂଖ୍ୟା ୧୪ରେ ପହଞ୍ଚିଛି । ମୃତକଙ୍କ ମଧ୍ୟରେ ୨ଜଣ ରେଳ କର୍ମଚାରୀ ଥିବା ସ୍ପଷ୍ଟ ହୋଇଛି । ଦୁର୍ଘଟଣାରେ ପ୍ରାଣ ହରାଇଥିବା ମୃତକଙ୍କ ମଧ୍ୟରୁ ୧୧ ଜଣଙ୍କ ପରିଚୟ ମିଳିଛି । ସେମାନଙ୍କ ମଧ୍ୟରେ ୯ ଜଣ ପୁରୁଷ ଓ ୨ଜଣ ମହିଳା ଥିବା ଜଣାପଡ଼ିଛି । ଅପରପକ୍ଷେ ମୃତକ ମଧ୍ୟରେ ଓଡ଼ିଶାର କେହି ନଥିବା ସୂଚନା ଦେଇଛନ୍ତି ବିଜୟନଗରମ ଯୁଗ୍ମ ଜିଲ୍ଲାପାଳ […]

ଦେଶ ବିଦେଶ

ସହାୟତା ଘୋଷଣା କଲେ ରାଜ୍ୟ ତଥା କେନ୍ଦ୍ର ସରକାର…

ଆନ୍ଧ୍ରପ୍ରଦେଶର କଣ୍ଟକାପାଲୀ ଓ ଆଲମଣ୍ଡା ଷ୍ଟେସନ୍ ମଧ୍ୟରେ ଘଟିଥିବା ମର୍ମନ୍ତୁଦ ଟ୍ରେନ୍ ଦୁର୍ଘଟଣା ପରେ ମୃତାହତଙ୍କ ପାଇଁ ସହାୟତାର ସୁଅ ଛୁଟିଛି । ଦୁର୍ଘଟଣାରେ ମୃତହାତ ହୋଇଥିବା ଲୋକଙ୍କ ପାଇଁ ପିଏମ୍, ରେଳ ବିଭାଗ ଓ ଆନ୍ଧ୍ର ମୁଖ୍ୟମନ୍ତ୍ରୀ ସହାୟତା ରାଶି ଘୋଷଣା କରିଛନ୍ତି । ରେଳ ଦୁର୍ଘଟଣାରେ ମୃତ ସମସ୍ତ ଯାତ୍ରୀଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର ସହାୟତା ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ । ସେହିପରି ଆହତଙ୍କୁ ୫୦ ହଜାର ଟଙ୍କାର ଅନୁକମ୍ପା ମୂଳକ ରାଶି ଦିଆଯିବ । ପ୍ରଧାନମନ୍ତ୍ରୀ ରିଲିଫ […]

ଦେଶ ବିଦେଶ

ବିଶାଖାପାଟଣା-ରାୟଗଡାର ଲୋକୋ ପାଇଲଟ୍ ଓ ବିଶାଖାପାଟଣା-ପଲାସା ପାସେଞ୍ଜର ଟ୍ରେନର ଗାର୍ଡଙ୍କ ମୃତ୍ୟୁ ହୋଇଥିବା ସ୍ପଷ୍ଟ…

ଆନ୍ଧ୍ରପ୍ରଦେଶର କଣ୍ଟକାପାଲୀ ଓ ଆଲମଣ୍ଡା ଷ୍ଟେସନ୍ ମଧ୍ୟରେ ଗତକାଲି ସନ୍ଧ୍ୟାରେ ଘଟିଥିବା ମର୍ମନ୍ତୁଦ ଟ୍ରେନ୍‌ ଦୁର୍ଘଟଣାରେ ମୃତକଙ୍କ ସଂଖ୍ୟା ୧୩ ଛୁଇଁଛି । ମୃତକଙ୍କ ମଧ୍ୟରେ ୨ଜଣ ରେଳ କର୍ମଚାରୀ ଅଛନ୍ତି । ସେମାନଙ୍କ ମଧ୍ୟରେ ବିଶାଖାପାଟଣା-ରାୟଗଡାର ଲୋକୋ ପାଇଲଟ୍ ଓ ବିଶାଖାପାଟଣା-ପଲାସା ପାସେଞ୍ଜର ଟ୍ରେନର ଗାର୍ଡଙ୍କ ମୃତ୍ୟୁ ହୋଇଥିବା ସ୍ପଷ୍ଟ ହୋଇଛି । ଗତକାଲି ସନ୍ଧ୍ୟା ପ୍ରାୟ ୭ଟାରେ ବିଶାଖାପାଟଣା-ପଲାସା ପାସେଞ୍ଜର ଟ୍ରେନ୍‌ ନିର୍ଦ୍ଧାରିତ ସମୟରେ ବିଶାଖାପାଟଣାଠାରୁ ଛାଡ଼ିଥିଲା । ପଲାସା ପାସେଞ୍ଜର ଛାଡ଼ିବାର ୧୫ ମିନିଟ୍‌ […]