ବେଗୁନିଆପଡା ବ୍ଲକ ପରିସରରେ ଦୁର୍ନୀତି ନିବାରଣ ସପ୍ତାହ ପାଳିତ…
ବେଗୁନିଆପଡା : ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଅକ୍ଟୋବର ୩୦ରୁ ନଭେମ୍ବର ୫ ତାରିଖ ପର୍ଯ୍ୟନ୍ତ ଦୁର୍ନୀତି ନିବାରଣ ସପ୍ତାହ ୨୦୨୩ ପାଳନ କରାଯାଉଛି । ସାଧାରଣ ଜୀବନରେ ସ୍ୱଚ୍ଛତା ଓ ଉତ୍ତର ଦାୟିତ୍ୱ ସହିତ ଏକ ଦକ୍ଷ ସ୍ୱଚ୍ଛ ପ୍ରଶାସନିକ ବ୍ୟବସ୍ଥା ଉଦ୍ଦେଶ୍ୟରେ ଏହି ସଚେତନତା ସପ୍ତାହ ପାଳନ କରାଯାଉଛି । ଏ ନେଇ ଗଞ୍ଜାମ ଜିଲ୍ଲା ବେଗୁନିଆପଡା ବ୍ଲକ ପରିସରରେ ବ୍ରହ୍ମପୁର ଭିଜିଲାନ୍ସ ପକ୍ଷରୁ ସଚେତନତା କରାଯିବା ସହିତ ଶପଥପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି […]